PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ସ୍କୁଲ ଶୌଚାଳୟରେ ତୃତୀୟ ଶ୍ରେଣୀ ଛାତ୍ରୀ ସହ ଗଣଦୁଷ୍କର୍ମ, ଏଫ୍ଆଇଆର୍ ଗ୍ରହଣ କରିବାକୁ ମନା କଲା ପୁଲିସ

ବାଗପତ ୪।୯: ସରକାରୀ ସ୍କୁଲ୍‌ର ଶୌଚାଳୟରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ ସହ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ଏବଂ ତା’ର ଦୁଇ ଜଣ ସାନଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଗପତ ଜିଲ୍ଲା ଅନ୍ତର୍ଗତ ରାମଲାଲା ଅଞ୍ଚଳରେ।

ମିଳିଥିବା ସୂଚନାନୁସାରେ, ଦୀର୍ଘ ୧୫ ଦିନ ପୂର୍ବରୁ ଏହି ଘଟଣାଟି ଘଟିଥିବା ଯୋଗୁଁ ସ୍ଥାନୀୟ ପୁଲିସ  ଏଫ୍‌ଆଇଆର୍‌ ଗ୍ରହଣ କରିବାକୁ ମନା କରିଥିଲା। ଷ୍ଟେସନ୍‌ ହାଉସ୍‌ ଅଫିସର୍‌ (ଏସ୍‌ଏଚ୍‌ଓ) ନରେଶ କୁମାର ମଧ୍ୟ ମାମଲା ପ୍ରତ୍ୟାହାର କରିନେବାକୁ ପୀଡ଼ିତାର ବାପାଙ୍କ ଉପରେ ଚାପ ପକାଇଥିଲେ।

ପୀଡ଼ିତାର ସ୍ୱାସ୍ଥ୍ୟରେ ଅବନତି ଘଟିବା ଯୋଗୁଁ କଥାଟି ଲୋକଲୋଚନକୁ ଆସିଥିଲା। ବରିଷ୍ଠ ପୁଲିସ ଅଧିକାରୀଙ୍କ ନିକଟକୁ କଥା ଯିବା ପରେ ସେ ଏସ୍‌ଏଚ୍‌ଓଙ୍କୁ ନିଲମ୍ବନ କରିଛନ୍ତି ଓ ବାଳିକାଟିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାଗପତ ପୁଲିସ ସୁପରିଣ୍ଟେଣ୍ଡେଣ୍ଟ୍‌ ପ୍ରତାପ ଗୋପେନ୍ଦ୍ର ଯାଦବ କହିଛନ୍ତି ଯେ, ଷଷ୍ଠ ଶ୍ରେଣୀରେ ପଢୁଥିବା ବଡ଼ଭାଇ ଅପରାଧ କରିଛି। କିନ୍ତୁ, ସେ ସମୟରେ ସେ ଦଳରେ ଥିବା ପୀଡ଼ିତାଙ୍କ ବାପା ତା’ର ଅନ୍ୟ ଦୁଇ ଭାଇଙ୍କ ନାମ ଉଲ୍ଲେଖ କରିଛନ୍ତି। ସେମାନେ ଅପରାଧରେ ସମ୍ପୃକ୍ତ କି, ନାହିଁ ତାହା ତଦନ୍ତ ସାପେକ୍ଷ। ପୋକ୍‌ସୋ ଆଇନ୍‌ ବଳରେ ତିନିଜଣଙ୍କ ବିରୋଧରେ ଏଫ୍‌ଆଇଆର୍‌ ଫାଇଲ୍‌ ହୋଇଛି। ଝିଅର ଡାକ୍ତରୀ ମାଇନା କରାଯାଇ ରିପୋର୍ଟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧିତ ଖବର