PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜିବୀ ଗୁରୁତର

ରଙ୍ଗେଇଲୁଣ୍ଡା : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ଠାରେ ରବିବାର ଭୋରରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର୍ (ଓଡି୦୭ଏଚ-୫୩୫୬) ପଛପଟକୁ ଏକ ଅଟୋ (ଓଡି୦୭ଏଫ-୪୨୫୩) ଧକ୍କା ଦେଇଛି। ଏଥିରେ ୩ ଜଣ ମହିଳା ମତ୍ସ୍ୟଜିବୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଡ୍ରାଇଭର ସମେତ ଅନ୍ୟ ଆହତ ମତ୍ସ୍ୟଜୀବୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

୧୦ରୁ ଊର୍ଦ୍ଧ୍ଵ ମହିଳା ମତ୍ସ୍ୟଜୀବୀ ଭୋର ପ୍ରାୟ ୪ଟା ବେଳେ ମାଛ ବିକିବା ପାଇଁ ସୁରଳରୁ ଅଟୋ ଯୋଗେ ବ୍ରହ୍ମପୁର କମାପଲ୍ଲୀ ଛକ ବଜାରକୁ ଆସୁଥିଲେ। ତେବେ ହଳଦିଆପଦର ଠାରେ ଜାତୀୟ ରାଜପଥ ନିକଟ ଚନ୍ଦ୍ରକଳ୍ପେଶ୍ଵର ମନ୍ଦିର ନିକଟରେ ଅଟୋଟି ଦ୍ରୁତ ଗତି ହେତୁ ଭାରସାମ୍ୟ ହରାଇ ଟ୍ରାକ୍ଟର୍ ପଛକୁ ଧକ୍କା ଦେଇଥିଲା। ଅଟୋର ସମ୍ମୁଖ ଭାଗ ଚୁରମାର ହୋଇ ଯାଇଛି। ଗ୍ରାମବାସୀ, ପରିବାର ଲୋକ ଏମକେସିଜିରେ ପହଞ୍ଚିଛନ୍ତି।