ଯୁବକଙ୍କ ତଣ୍ଟି କାଟି ବୀଭତ୍ସ ହତ୍ୟା

ଢ଼େଙ୍କାନାଳ – ଯୁବକଙ୍କ ତଣ୍ଟି କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି । ଏମିତି ଏକ ହୃଦୟ ବିଦାରକ ଖବର ଆସିଛି ଢ଼େଙ୍କନାଳ ଜିଲ୍ଲାରୁ । ମୋଟଙ୍ଗା ନିମବାହାଳି ଛକରେ ଏହି ହତ୍ୟାକାଣ୍ଡ ଘଟିଛି । ମୋଟଙ୍ଗା ଥାନାରେ ଅଭିଯୁକ୍ତକୁ ଅଟକ ରଖାଯାଇଛି । କେଉଁଥି ପାଇଁ ଏହି ହତ୍ୟାକାଣ୍ଡ ଘଟିଛି , ତାହ ସୂଚନା ଆସିନାହିଁ ।

   ସମ୍ବନ୍ଧିତ ଖବର


ନୂଆଖାଇ ଭେଟଘାଟ ବେଳେ ହତ୍ୟାକାଣ୍ଡ: ଯୁବକଙ୍କୁ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ, ୨ଗିରଫ

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବଡ଼ ବୟାନ, ସମସ୍ତଙ୍କୁ ନିଃଶୁଳ୍କରେ ମିଳିବ କରୋନା ଟିକା

ସବ୍-ଇନ୍ସପେକ୍ଟରଙ୍କ କଳାକାରନାମା: ଝିଅଙ୍କୁ ଅଶ୍ଲୀଳ କମେଣ୍ଟ ସହ କରୁଥିଲେ ଅସଦାଚରଣ, ଶେଷରେ ଗିରଫ ହେଲେ ଏପରି

ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ବ୍ଲାକରୋଜ ଜାହାଜରେ ପିଟିହୋଇ ବୁଡିଗଲା ମାଛଧରା ଟ୍ରଲର: ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ