PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଆଜି ସମ୍ବଲପୁର ଗସ୍ତରେ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ,କୋଭିଡ୍‌ ହସ୍ପିଟାଲ ଗୁଡ଼ିକର ସ୍ଥିତି ସମୀକ୍ଷା କରିବେ

ସମ୍ବଲପୁର ୩୧/୦୫ : ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସମ୍ବଲପୁର ଗସ୍ତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମୀକ୍ଷା କରିବେ । ଜିଲ୍ଲାର ବିଭିନ୍ନ ଟିକାକରଣ କେନ୍ଦ୍ରର ସ୍ଥିତି ଯାଞ୍ଚ କରିବା ସହ କୋଭିଡ୍‌ ହସ୍ପିଟାଲଗୁଡ଼ିକର ସ୍ଥିତି ବି ଯାଞ୍ଚ କରିବେ । ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରିବା ପରେ ଗଣମାଧ୍ୟମକୁ ସମ୍ବୋଧିତ କରିବେ ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।