PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ହାଇଡ୍ରାମା, ଫର୍ମ ପୂରଣ ହୋଇ ନପାରିବାରୁ ମାଆ-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ଵର, ୨୮/୦୭ : ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ବାସଭବନ ଆଗରେ ମାଆ-ପୁଅଙ୍କ ଆତ୍ମାହୁତି ଉଦ୍ୟମ। ଗତକାଲି କ୍ୟାପିଟାଲ ହାଇସ୍କୁଲ ସମ୍ମୁଖରେ ହଙ୍ଗାମା କରିବା ପରେ ଆଜି ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଆତ୍ମାହୁତି ଦେବା ଉଦ୍ୟମ କରିଭ ଉଦ୍ୟମ କରୁଥିବା ବେଳେ କାବୁ କଲା କ୍ୟାପିଟାଲ ଥାନା ପୋଲିସ।

ସୂଚନାନୁଯାୟୀ, ଦଶମ ଅଫଲାଇନ୍ ଫର୍ମ ପୂରଣରୁ ବାଦ ପଡିବା ଅଭିଯୋଗରେ ଆଜି ଜଣେ ଦଶମ ଶ୍ରେଣୀ ଛାତ୍ର ଓ ତାଙ୍କ ମାଆ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଆତ୍ମାହୁତି ଦେବାକୁ ଉଦ୍ୟମ କରିଛନ୍ତି। ଖବର ପାଇ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ମାଆ-ପୁଅଙ୍କୁ ବୁଝାସୁଝା କରିଛି। ଏହି ଛାତ୍ର ଜଣଙ୍କ ଭୁବନେଶ୍ଵର ୟୁନିଟ୍-୯ ଅଞ୍ଚଳର। ତେବେ ଦଶମ ଶ୍ରେଣୀ ଅଫଲାଇନ୍ ପରୀକ୍ଷା ଫର୍ମ ପୂରଣ ହୋଇ ନପାରିବାରୁ ଗତକାଲି କ୍ୟାପିଟାଲ ହାଇସ୍କୁଲ ପାଖରେ ହଙ୍ଗାମା କରିଥିଲେ ମାଆ-ପୁଅ।