ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଜାରି: ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର,୧୬/୦୮:  ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଡ୍ୟାମ୍‌ରେ ଜଳପତନ ବୃଦ୍ଧି ଘଟିଥିବା ହେତୁ ଗେଟ୍ ଖୋଲାଯାଇଛି। ହୀରାକୁଦ ବନ୍ଧରୁ ମୋଟ ୯ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ଫୁଟ୍‌କୁ ବୃଦ୍ଧି ପାଇଛି ।

ସେହିପରି ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬୯ ହଜାର ୫୬୫ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ସ୍ଲୁଇସ୍‌ ଗେଟ୍‌, ପାୱାର୍‌ ଚ୍ୟାନେଲ୍‌ ଏବଂ ବିଭିନ୍ନ କେନାଲ ଦେଇ ମୋଟ୍‌ ୧ଲକ୍ଷ ୪୮ ହଜାର ୩୦୯ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି ।

   ସମ୍ବନ୍ଧିତ ଖବର


ବଢିଲା ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ସମ୍ଭାବନା, ଇରାନ ପରମାଣୁ ବୈଜ୍ଞାନିକଙ୍କ ହତ୍ୟାକୁ ନେଇ ବଢୁଛି ବିବାଦ…

୭ ପାକିସ୍ତାନୀ କ୍ରିକେଟର କରୋନା ସଂକ୍ରମିତ, ନ୍ୟୁଜିଲାଣ୍ଡ ସରକାରଙ୍କ ଚେତାବନୀ-ଏବେ ନିୟମ ଭାଙ୍ଗିଲେ ପଠାଇଦେବୁ

ବମ୍ବେ ହାଇକୋର୍ଟରେ କଙ୍ଗନାଙ୍କୁ ସଫଳତା ପରେ ବିଏମସି ମେୟର ଦେଲେ ବିବାଦୀୟ ମନ୍ତବ୍ୟ, କହିଲେ ଅଭିନେତ୍ରୀ “ଦୁଇ ଟଙ୍କାର ଲୋକ”…

ରାଜ୍ୟରେ କରୋନା ନେଲା ଆଉ ୧୨ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୩୦କୁ ବୃଦ୍ଧି

୨୪ଘଣ୍ଟା ଆଉ ୫୫୦ ନୂଆ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର ୭୮୯କୁ ବୃଦ୍ଧି

ଅବକାରୀ ଗୁଇନ୍ଦା ପଞ୍ଝାରେ ନିଶା ବେପାରୀ, ୪ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗର୍‌ ଜବତ