ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍; ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୨୧|୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍। ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୩୧ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୬୩ ହଜାର ୭୯୬ କ୍ୟୁସେକ୍ ଜଳ ।

ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୮୨ ହଜାର ୮୬୬ କ୍ୟୁସେକ୍ ଜଳ । ବାମ ପାର୍ଶ୍ବରେ ଗୋଟିଏ ଓ ଡାହାଣ ପାର୍ଶ୍ବରେ ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

   ସମ୍ବନ୍ଧିତ ଖବର


ପୁଣି ମାତିଲେ ମାଓବାଦୀ : ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ

ପାଇଖାନାରେ କଟୁଛି ବୃଦ୍ଧାଙ୍କ ଜୀବନ

ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି, ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଦାୟିତ୍ୱ

ଓଡ଼ିଆ ବୈଜ୍ଞାନିକ ପାଇଲେ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ତଣ୍ଡ ଗଣିଲେଣି ୬୦୯୨୯ ଜଣ -ନିୟମ ଫାଙ୍କିଥିବା ୧୨୬ ଦୋକାନ ସିଲ୍‌, ଅମାନିଆଙ୍କୁ ସାବାଡ୍‌ କରୁଛି ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌