PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ମହୁମାଛି ଆକ୍ରମଣରେ ଦୁଇ ବୃଦ୍ଧା ଗୁରୁତର

ଆନନ୍ଦପୁର, ୨୩।୧୦  ମହୁମାଛି ଆକ୍ରମଣରେ ୨ ବୃଦ୍ଧା ଗୁରୁତର। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ଗୁରୁତର ୨ ଜଣ ହେଲେ ପଙ୍କଜୀନୀ ଜେନା ଓ ଉର୍ବଶୀ ଜେନା।

ଘସିପୁରା ବ୍ଲକ ଖଲିଆମେଣ୍ଟା ଗାଁ ରେ ଆଜି ସକାଳୁ ପଙ୍କଜିନୀ ଜେନା ବାଡ଼ି ପଟକୁ ଯାଇ ଥିବା ସମୟରେ ମହୁମାଛି ଆକ୍ରମଣ ର ଶିକାର ହୋଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସାନ ଜା ଉର୍ବଶୀ ଜେନା ମଧ୍ୟ ଆକ୍ରମଣ ର ଶିକାର ହୋଇଥିଲେ l ଉଭୟ ଙ୍କୁ ଗୁରୁତର ଅବସ୍ଥାରେ ଘର ଲୋକେ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି l