PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଆଜିର ରାଶିଫଳ (୮/୯, ରବିବାର)

ମେଷ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ସୋପାନ ଭିତ୍ତିକ ଶୈଳୀରେ କାର୍ଯ୍ୟ କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ବୃଷ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ସମସ୍ୟା ଦେଇ ଗତି କରିବେ । ସାଂସାରିକ ଦୁଶ୍ଚିନ୍ତା ରହିବ । ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପ୍ରଭାବିତ ହୋଇପାରନ୍ତି । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନେକ ଉପାୟରେ ଅର୍ଥାଗାମ ହେବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଚେଷ୍ଟା ଫଳପ୍ରସୂ ହେବ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ-ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । ସାଂସାରିକ ସୁଖୀ ରହିବେ । ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

କନ୍ୟା- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ତୁଳା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ମନ ମୁତାବକ ଫଳ ପାଇବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକି ଥିବା କାର୍ଯ୍ୟ ସମାପନ ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । ପ୍ରଶାସନିକ ସୁନାମ ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ପ୍ରତିକୂଳତା ଭିତରେ ଆଗେଇ ଚାଲିବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମୀନ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ଉନ୍ନତି କରିବେ । ସାଂସାରିକ ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।