ଆଜିର ରାଶିଫଳ(୧/୩,ରବିବାର)

ମେଷ- ଶ୍ରୀଚନ୍ଦ୍ର ସତ! ଘାତ ପ୍ରଭାବରୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ କିଛିଟା ସମସ୍ୟା ରହିବ। ମହିଳାମାନେ ବିରକ୍ତିମନା ରହିବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ।

ବୃଷ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ମଧ୍ୟ ଅସଫଳ ହେବେ। ସାଂସାରିକ ବ୍ୟୟ ଭାର ରହିବ। ଚାକିରିରେ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା।

ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସ୍ୱପ୍ନ ସାକାର ହେବ। ସାଂସାରିକ ସୁଖ ସମ୍ମାନ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

କର୍କଟ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରାୟତଃ ସବୁରି କାର୍ଯ୍ୟରେ ସଫଳ ହେବେ। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭଅଙ୍କ-୩, ଶୁଭରଙ୍ଗ-ହଳଦିଆ।

ସିଂହ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସୁଫଳ ପାଇବେ। ସାଂସାରିକ ପରୋପକାର କରି ଆତ୍ମସନ୍େ‌ତାଷ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ସାଂସାରିକ ସମସ୍ୟା ଭିତରେ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।

ତୁଳା-ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ। ସାଂସାରିକ ପଡ଼ୋଶୀଙ୍କର ସହଯୋଗ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା।

ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କଠିନ ପରିଶ୍ରମ କରି ସଫଳ ହେବେ। ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ସାଂସାରିକ ଉତ୍ତମ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ମକର- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି।

କୁମ୍ଭ-ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ସବୁରୀ କାର୍ଯ୍ୟରେ ଅଗ୍ରଗତି କରିବେ। ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ। ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ମୀନ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସାଂସାରିକ ସୁଖୀ ରହିବେ। ଚାକିରିରେ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୮/୧୧ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୭/୧୧ ଶୁକ୍ରବାର)

ଶୁକ୍ରବାର ରାଶିଫଳ

ଆଜିର ରାଶିଫଳ (୨୫/ ୧୧ ବୁଧବାର)

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ