PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

ଆଜିର ରାଶିଫଳ (୧୦/୦୮, ସୋମବାର)

ମେଷ : ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ଉନ୍ନତି ସମ୍ବନ୍ଧୀୟ ଉପଯୋଗୀ କଥା ସାମନାକୁ ଆସିବ । ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଯୋଗ ଦେବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩।

ବୃଷ : ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଆପଣଙ୍କର ବଡ ସ୍ୱପ୍ନ ପୂରା ହୋଇଯିବ। ଅଫିସରେ ଗୁରୁତ୍ୱପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୭ ।

ମିଥୁନ : ଆପଣଙ୍କର ଊର୍ଜାର ସ୍ତର ଭଲ ରହିବ । ରାଜନୈତିକ ସଂପର୍କରୁ ସ୍ଥଗିତ ଥିବା କାମ ଆଗକୁ ବଢ଼ିବ। ଗୃହର ବାତାବରଣ ଠିକ୍ ରହିବ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

କର୍କଟ : ଭିନ୍ନ ଭିନ୍ନ ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ଜୀବନସାଥୀଙ୍କ ସହ ଯୋଗରେ ଆପଣଙ୍କର ଅଶାନ୍ତି କମ୍ ହେବ। ଯାନବାହନ ଚଳାଇବାରେ ସତର୍କତା ଅବଲମ୍ବନ କରିବେ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮।

ସିଂହ : ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ପିତାଙ୍କ ଆର୍ଶୀବାଦ ଆପଣଙ୍କ ସାଥିରେ ରହିବ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାର ଖୋଲିବ।ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬।

କନ୍ୟା : ନିଜ ଉପରେ ବିଶ୍ୱାସ ରଖନ୍ତୁ । ସକାରାତ୍ମକ ଭାବନା ଘେନି କାମ କରନ୍ତୁ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ । କର୍ମ କ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧।

ତୁଳା : ପ୍ରତିଟି କାମରେ ମନ ଲାଗିବ। ଚାକିରି ସମ୍ବନ୍ଧିତ ଭଲ ଖବର ମିଳିବ। ବ୍ୟବସାୟରେ ବାହାରକୁ ଯିବାକୁ ପଡିପାରେ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।  ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩।

ବିଛା : କାମ ପ୍ରତି ନିଜର ଭାବନା ସକାରାତ୍ମକ ରଖନ୍ତୁ। ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ମିଳିବ। ବ୍ୟବସାୟରେ ତ୍ୱରିତ ଫଇସଲା ଲାଭପ୍ରଦ ହେବ। ସ୍ୱାସ୍ଥ୍ୟ ପ୍ରତି ସଚେତନ ରହନ୍ତୁ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫।

ଧନୁ : ଆପଣଙ୍କ ପ୍ରସିଦ୍ଧି ଓ ସମ୍ମାନର ପୂରା ମଜା ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଭାଗ୍ୟ ଉଜ୍ଜଳ ହେବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯।

ମକର : ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ମାଲି ମୋକଦ୍ଦମା ରେ ବିଜୟୀ ହେବେ।  ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬।

କୁମ୍ଭ : ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣ ଯାହାକୁ କିଛି କହିବେ ସେ ମନା କରିପାରିବେ ନାହିଁ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ ।  ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬।

ମୀନ : ଆଜି ଭଲ ଫଳାଫଳ ମିଳିବା ଯୋଗ ରହିଛି । ଆପଣଙ୍କର ଏଭଳି ଲୋକଙ୍କ ସହିତ ସାକ୍ଷାତ ହେବ ଯାହା ଦ୍ୱାରା ଭବିଷ୍ୟତ ରେ ସେ ସହାୟତା କରିବେ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫।