ଆଜିର ରାଶିଫଳ (୧୦/୯, ମଙ୍ଗଳବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖମୟ ରହିବ । ପ୍ରଶାସନିକ ଓ ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

ବୃଷ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ । ରାଜନୀତିରେ ଜନ ସେବାରେ ବ୍ରତୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ବାଧା ବିଘ୍ନ ରହିବ । ସାଂସାରିକ ସମସ୍ୟା ରହିବ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ସିଂହ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ପଡୋଶୀଙ୍କ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅନ୍ୟର ସହଯୋଗ ପାଇବେ । ସାଂସାରିକ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ବନ୍ଧୁ ବାନ୍ଧବଙ୍କ ସଙ୍ଗେ ମନାନନ୍ତର ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ଧନୁ- ଶୁକ୍ଳ ପକ୍ଷ ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତରେ ବନ୍ଧୁ ସହଯୋଗ ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ- ଶୁକ୍ଳ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚିନ୍ତା ଜନକ ସ୍ଥିତି ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ମୀନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ସମାଜରେ ପ୍ରସିଦ୍ଧି ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପରିବହନ ଓ ବାଣିଜ୍ୟରେ ଆତ୍ମବୃଦ୍ଧି ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୯/୧୦, ଗୁରୁବାର)

ଗୁରୁବାର ରାଶିଫଳ

କେମିତି କଟିବ ଆଜି, ପଢନ୍ତୁ ନିଜର ଭାଗ୍ୟ ଭବିଷ୍ୟ…

ବୁଧବାର ରାଶିଫଳ, ଜାଣନ୍ତୁ କେମିିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୬/୧୦, ସୋମବାର)

ଚଳିତ ସପ୍ତାହର ରାଶିଫଳ-ଆକସ୍ମିକ ଧନଲାଭ ଓ ଆୟର ପନ୍ଥା ସୁଗମ ହେବ ଏହି ରାଶିର