ଆଜିର ରାଶିଫଳ(୧୧/୧୧ ସୋମବାର)

ମେଷ-କର୍ମସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ·କିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ବାଣିଜ୍ୟରେ ଲାଭ ଜନକ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌।

ବୃଷ-ଭାଗ୍ୟସ୍ଥାନରେ ଶୁଭ ଚନ୍ଦ୍ର କାରଣରୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳତାର ଶୀର୍ଷରେ ପହଞ୍ଚି ପାରନ୍ତି। ସାଂସାରିକ ସମ୍ମାନ ପ୍ରାପ୍ତି ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭ ଜନକ ରହିବ। ଶୁଭଅଙ୍କ-୮, ଶୁଭରଙ୍ଗ-ବାଇଗଣି।

ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଉଭୟେ ପ୍ରେମ ଓ ସାଂସାରିକ ଅଶାନ୍ତି ରହିବ। ·କିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର।

କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ର ଉତ୍ପାହଜନକ ରହିବ। ସାଂସାରିକ ସମୃଦ୍ଧି ପ୍ରାପ୍ତି ହେବ। ମହିଳାମାନେ ଆୟ ନିର୍ଭରଶୀଳ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ସିଂହ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ସାଂସାରିକ ସୁଖୀ ରହିବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ନିତ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌

କନ୍ୟା- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ସାଂସାରିକ ଗୁରୁଜନମାନଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ହେବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ତୁଳା- ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ରହିବ। ସାଂସାରିକ ପଡୋଶୀଙ୍କ ସହ ମନାନ୍ତର ରହିବ। ·କିରିରେ ସମସ୍ୟା ଭାର ରହିବ। ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ। ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲଭର।

ବିଛା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭାତୃ ଭଗ୍ନୀଙ୍କର ସହାୟତାରେ ଆଗେଇ ଚାଲିବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିଶ୍ରମ ହେତୁ ନୂତନ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ। ପରିବହନ ଓ ବାଣିଜ୍ୟରେ ନୂତନତା ଆସିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ସ୍ୱପ୍ନ ସାକାର ହେବ । ସାଂସାରିକ ସହଯୋଗ ମିଳିବ। ଚାକିରିରେ ପ୍ରଶଂସା ପାଇବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌।

କୁମ୍ଭ- ଶୁକ୍ଳ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଖର୍ଚ୍ଚାନ୍ତ କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ସାଂସାରିକ ସମସ୍ୟା ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମୀନ-ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ମହିଳାମାନେ ଉଚ୍ଚାଭିଳାସୀ ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ। ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

   ସମ୍ବନ୍ଧିତ ଖବର


ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ