ପ୍ରମୁଖ ଖବର
  • ବିଜେଡିରେ ଯୋଗ ଦେବେ ସୁରେନ୍ଦ୍ର ସିଂଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||
  • ଆଗକୁ ଆହୁରି ବଢ଼ିବ ତାତି, ଆଜି ୪୦ ଡିଗ୍ରୀ ଛୁଇଁବ ପାରଦ ! ଦିନ, ରାତି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ
  • ||

ଆଜିର ରାଶିଫଳ (୧୩/୦୯,ରବିବାର)

ମେଷ : କୃତ୍ତକା ନ୩ତ୍ର ଆଜି ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, କାମ ଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧।

ବୃଷ : ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬।

ମିଥୁନ : ପାରିବାରିକ କ୍ଷେତ୍ରରେ ଯେଉଁ ସମସ୍ୟା ରହିଛି ହଠାତ୍ କୋନସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢି ଯାଇପାରେ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କର୍କଟ : ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇପାରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯।

ସିଂହ : ଆଜି ବିଭିନ୍ନ ସମସ୍ୟା ମଧ୍ୟରେ ପିଲାମାନଙ୍କ ସ୍ଥିତି ସକାଶେ ମନ ଅସ୍ଥିର ରହିବ । ଆର୍ଥିକ ଅଭାବ ଓ ଅନଟନ ଜନିତ ଧାର କରଜ କରିବା ହେତୁ ମନ ବେଶି ବିବ୍ରତ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨।

କନ୍ୟା : ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସୀ ହୋଇଯିବ। ବନ୍ଧୁ ବାଣିଜ୍ୟ,ବ୍ୟବସାୟ ଓ ନିର୍ମାଣ, କଂଟ୍ରାକ୍ଟରୀ , ହୋଟେଲ ଏବଂ ରେଷ୍ଟୁରାଣ୍ଟ ପ୍ରଦ୍ଭୃତିରୁ ଲାଭବାନ୍ ହେବେ। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ତୁଳା : ଆଜି ଦିନଟିରେ ଆପଣ ଯେତିକି ଚାହୁଁଛନ୍ତି ସେମିତି କାମ କରନ୍ତୁ କିଛି ଅସୁବିଧା ହେବନି । ଘରେ ପିଲାର ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ବିଛା : ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଚନ୍ତି ସେ ହିଁ ସମସ୍ୟର କାରଣ ହୋଇପାରେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮।

ଧନୁ : ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ବଲ ରହିବ ନାହିଁ । କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧।

ମକର : ଆଜି ଆପଣ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ, ସୁବିଧାରେ ହୋଇଯିବ। ମାଲିମକଦ୍ଦମା,ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୯।

କୁମ୍ଭ : ଆଜିର ବିବାଦୀୟ ପରିସ୍ଥିତି ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କରେ କାମ କରିବା ଭଲ। କଠିନ ଶ୍ରମ ଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ମୀନ : ଆଜିର କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.