ଆଜିର ରାଶିଫଳ (୧୪/୩ ଶନିବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ସୁଖୀ ରହିବେ । ଚାକିରିରେ ସାଫଲ୍ୟ ଯୋଗ ରହିଛି। ମହିଳାମାନେ ଆଦର୍ଶ ଜୀବନ ବିତାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଚଞ୍ଚଳ ରହିବେ। ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଅଧିକାଂଶ କାର୍ଯ୍ୟରେ ସମସ୍ୟା ରହିବ। ସାଂସାରିକ ଚିନ୍ତାରେ ରହିବେ । ଚାକିରିରେ ଅସହଯୋଗ ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପରୋପକାର କରି ଶାନ୍ତି ପାଇବେ। ସାଂସାରିକ ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ-ଗୋଲ୍‌ଡେନ୍‌ ।

ସିଂହ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନିଜର ସାମର୍ଥ୍ୟ ଅନୁସାରେ ଉନ୍ନତି କରିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ କଥାକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ତୁଳା-ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ଲୋକ ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ।

ବିଛା- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ ଫଳ ପାଇବେ । ସାଂସାରିକ କିଛିଟା ଅର୍ଥ ପ୍ରାପ୍ତି ହେବ। ଚାକିରିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ପୁଞ୍ଜି ନିବେଶ କରି ଚିନ୍ତାରେ ରହିବେ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ଫଳପ୍ରସୂ ହେବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ମକର- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ। ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ମହିଳାମାନେ ସୁଖୀ ରହିବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କୁମ୍ଭ-କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଳମ୍ବ ଦେଖାଦେବ। ସାଂସାରିକ ଖର୍ଚ୍ଚାନ୍ତ ଓ ଅବହେଳା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ମୀନ-ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ସାଂସାରିକ କାର୍ଯ୍ୟହାନି ଓ ଅଭାବ ଦେଖାଦେବ। ଚାକିରିରେ ଚାପ ରହିବ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇାରେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୫/ ୧୧ ବୁଧବାର)

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି