PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଆଜିର ରାଶିଫଳ (୨୧/୧୨ ଶନିବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ସାଂସାରିକ ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ବୃଷ- ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ତେଜନା ରହିପାରେ। ସାଂସାରିକ ସମସ୍ୟା ରହିବ। ମହିଳାମାନେ ଆଳସ୍ୟ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ।

ମିଥୁନ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ। ସାଂସାରିକ ସୁଖୀ ରହିବେ। ଚାକିରିରେ ପ୍ରଶଂସିତ ହେବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ। ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍‌।

କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ। ଚାକିରିରେ ପଦମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ସିଂହ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

କନ୍ୟା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁନାମ ପାଇବେ। ସାଂସାରିକ ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସିତ ହେବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୪ ଶୁଭ ରଙ୍ଗ-ମେଟାଲିକ୍‌।

ତୁଳା-କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ହେବେ। ସାଂସାରିକ ସୁଖୀ ରହିବେ। ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ବିଛା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସ୍ୱପ୍ନ ସାକାର ହେବ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ଚାକିରିରେ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ଧନୁ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁକର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ। ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।

ମକର- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଦେଖାଦେବ। ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

କୁମ୍ଭ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ସାଂସାରିକ ଅସହଯୋଗ ଦେଖାଦେବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ମୀନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା।