PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଆଜିର ରାଶିଫଳ (୧୬/୦୮,ରବିବାର)

ମେଷ : ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରି ବିଜ୍ଞତାର ପରିଚୟ ଦେବେ। ଶୁଭ ରଙ୍ଗ ୟେଲୋ। ଶୁଭ ଅଙ୍କ ୨।

ବୃଷ : ଧର୍ମ-କର୍ମ ସଂପାଦନ କରିପାରନ୍ତି । ଅର୍ତ ପ୍ରାପ୍ତିର ସୂଚନା ମିଳୁଛି । କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୬।

ମିଥୁନ : ଉତ୍ସାହିତ ହୋଇ କାର‌୍ୟ୍ୟ ସମ୍ପଦନ କରିବେ । ସୁଖ-ସମ୍ମାନ ଲାଭ କରିବେ । ସଦ୍‌-ବ୍ୟୟୀ ହେବେ। ଶୁଭ ରଙ୍ଗ ମେରୁନ୍। ଶୁଭ ଅଙ୍କ ୪ ।

କର୍କଟ : ମାନ୍ୟତା ପ୍ରାପ୍ତ ହେବେ । ସର୍ବତ୍ର ଶୁଭ ଆଶା କରାଯାଏ । ନାନ ବିଧ ସମ୍ମାନର ଅଧିକାରୀ ହେବେ। ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୮।

ସିଂହ : ବିଭିନ୍ନ ସ୍ତରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଉନ୍ନ୍ୟନ କାର‌୍ୟ୍ୟ ପାଇଁ ପରିସ୍ଥିତି ଅନୁକୂଳ ରହିଛି। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

କନ୍ୟା : ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ପ୍ରତି-ଯୋଗିତାରେ ବିଜୟୀ ହେବେ। ଧନବାନ୍ ହେବେ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨।

ତୁଳା : ଯାହା ଇଚ୍ଛା କରିଥିବେ ତାହା ପାଇବେ । ଅଧିକ ପରିଶ୍ରମରେ କ୍ଳାନ୍ତ ହୋଇ ବିଶ୍ରାମ ଗ୍ରହଣ କରିପାରନ୍ତି। ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୭ ।

ବିଛା : ବ୍ୟବସାୟ ଲାଭଜନକ ହେବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସ୍ୱଂୟ ସହାୟିକା ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଧନୁ : ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ଆଖିରେ ଗୁଣ୍ଡ ପଡି ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୬।

ମକର : ମାନସିକ ସଂଯମତା ରକ୍ଷା କଲେ ପ୍ରଶଂସା ମିଳିବ। ବିଭିନ୍ନ ସ୍ତରରୁ ଅର୍ଥାଗମର ସୂଚନା ମିଳୁଛି। ଶୁଭ ରଙ୍ଗ ଗାଢ ୟେଲୋ। ଶୁଭ ଅଙ୍କ ୧ ।

କୁମ୍ଭ : ଅବିଷ୍ଟ ପୂରଣ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସମ୍ମାନିତ ହେବା ଆଶା କରାଯାଏ। ପୁଣ୍ୟ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିବୋ ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ମୀନ : ଉପୁଜିଥିବା ସମସ୍ୟାର ସୁସମାଧାନ କରି ଆତ୍ମ ସନ୍ତୋହ ଲାଭ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୩ ।