ଆଜିର ରାଶିଫଳ (୬/୯,ଶୁକ୍ରବାର)

ମେଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଠକାମୀରୋ ପଡିପାରନ୍ତି । ସାଂସାରିକ ହତୋତ୍ସାହ ରହିବେ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚଭିଳାଷୀ ରହିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।

ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯେ କୌଣସି ମତେ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

କର୍କଟ- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନାନା ଉପାୟରେ ଉପାର୍ଜନ କରିବେ । ରାଜନୀତିରେ ସକ୍ରୀୟ ରହିବେ । ମହିଳାମାନେ ଉଚ୍ଚ ମନା ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ- ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟହାନି ଓ ମନସ୍ତାପ ରହିବ । ସାଂସାରିକ ଆୟ ବ୍ୟୟ ସମାନ ରହିବ । ·କିରିରେ ସମ୍ମାନ ବୃଦ୍ଧିପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତା ଦ୍ୱାରା କାର୍ଯ୍ୟହାସଲ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

ତୁଳା- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା ।

ବିଛା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ରରେ ବିରୁଦ୍ଧା ଭାଷ ରହିବ । ସାଂସାରିକ ଅସହଯୋଗ ରହିଛି । ରାଜନୀତିରେ ବିରୋଧି ବୃଦ୍ଧି ପାଇବ । ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ଷୁକ୍ଲ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମକର- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଦିନର କାର୍ଯ୍ୟ ସମାପନ ହେବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କ୍ଷେତ୍ରରେ ଆଗେଇ ଚାଲିବେ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

ମୀନ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁଚେଷ୍ଟା କରି ସଫଳତା ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୬/୧୦, ସୋମବାର)

ଚଳିତ ସପ୍ତାହର ରାଶିଫଳ-ଆକସ୍ମିକ ଧନଲାଭ ଓ ଆୟର ପନ୍ଥା ସୁଗମ ହେବ ଏହି ରାଶିର

ଆଜିର ରାଶିଫଳ (୨୫/୧୦,ରବିବାର)

ରବିବାର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୦ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ