ଆଜିର ରାଶିଫଳ( ୧୬/୯ ସୋମବାର)

ମେଷ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ପ୍ରତିଷ୍ଠିତ ହେବେ । ବାଣିଜ୍ୟରେ ସାଧାରଣ ଫଳ ପାଇବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବଡ଼ ଧରଣର ସଫଳତା ମିଳିପାରେ । ସାଂସାରିକ ଧନ ସମ୍ମାନ ପାଇବେ । ମହିଳାମାନେ ଯଶ କୀର୍ତ୍ତି ପାଇବେ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅନ୍ୟର ସହଯୋଗ ପାଇ ଆଗେଇବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ଅସଫଳ ହେବେ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ-ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ସାଂସାରିକ ଆର୍ଥିକ ଚାପ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ । ସାଂସାରିକ ସହଯୋଗ ପାଇବେ । ଚାକିରିରେ ସମ୍ମାନ ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ଧନୁ- କୃଷ୍ଣପକ୍ଷ ଚତୁର୍ଥରେ ଘାତ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବିଷୟକୁ ନେଇ ଉତ୍ତେଜନା ପରିସ୍ଥିତି ଉପୁଜିପାରେ । ସାଂସାରିକ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମକର- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ଆର୍ଥିକ କାରବାରକୁ ନେଇ ସମସ୍ୟା ଉପୁଜିପାରେ । ସାଂସାରିକ ଅଶାନ୍ତି କିଛିଟା ରହିପାରେ । ପରିବହନ ଓ ବାଣିଜ୍ୟରେ ବ୍ୟୟ ବୃଦ୍ଧି ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ଚାକିରିରେ ପ୍ରଶଂସିତ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୩୧/୧୦ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୩୦/୧୦ ଶୁକ୍ରବାର)

ଶୁକ୍ରବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୯/୧୦, ଗୁରୁବାର)

ଗୁରୁବାର ରାଶିଫଳ