PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଆଜିର ରାଶିଫଳ (୧୮/୪, ଗୁରୁବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଯେକୌଣସି ଉପାୟରେ କାର୍ଯ୍ୟକୁ ତୁଲାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।
ବୃଷ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ ଅଭାବ ଅସୁବିଧା ରହିବ । ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
କନ୍ୟା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ପ୍ରସନ୍ନତା ଭିତରେ କଟିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ତୁଳା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟାକୁ ନେଇ ବିଚଳିତ ରହିବେ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ପରିସ୍ଥିତି ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ବିଛା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳତା ଭିତରେ ଆଗେଇବେ । ସାଂସାରିକ ଅର୍ଥାଭାବ ଓ ଋଣ ପ୍ରଭାବିତ ହୋଇପାରନ୍ତି । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ମୀନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକିରିରେ ସମ୍ମାନ ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।