ଆଜିର ରାଶିଫଳ(୧୯/୨,ବୁଧବାର)

ମେଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଳମ୍ବ ଦେଖାଦେବ। ସାଂସାରିକ ଉଦାସ ରହିବେ। ଚାକିରିରେ ଅବହେଳା ରହିବ। ମହିଳାମାନେ ସଂସ୍କାର ପ୍ରିୟ ହେବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।

ବୃଷ-ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ମନେ ହେବ। ସାଂସାରିକ ଚୌରାଦି ଭୟ ଦେଖାଦେବ। ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୩, ଶୁଭରଙ୍ଗ-ହଳଦିଆ।

ସିଂହ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ। ସାଂସାରିକ ମାନ୍ଦା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ହେବେ। ସାଂସାରିକ ସହଯୋଗ ପାଇବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।

ତୁଳା-ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ। ସାଂସାରିକ ଭ୍ରାତୃଭଗ୍ନୀଙ୍କର ସୁଖ ମିଳିବ। ଚାକିରିରେ ସହଯୋଗ ମିଳିବ । ମହିଳାମାନେ ବ୍ୟସ୍ତ ରହିବେ। ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ବିଛା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା କରି ମଧ୍ୟ ଅସଫଳ ହେବେ। ସାଂସାରିକ ଆୟବ୍ୟୟ ସମାନ ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ। ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ଧନୁ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ବିଭିନ୍ନ ଉପାୟରେ ଆୟ କରିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ଚାକିରିରେ ପ୍ରଶଂସା ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ଅବଶ୍ୟ ପାଇବେ। ସାଂସାରିକ ଭ୍ରମଣ କରିବାର ସୁଯୋଗ ଆସିବ। ମହିଳାମାନେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ-ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିପାରନ୍ତି। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ମହିଳାମାନେ ପରିଶ୍ରମୀ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉଚ୍ଚ ଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ମୀନ-ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କାର୍ଯ୍ୟ ସିଦ୍ଧି ସହ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ସୁଖୀ ପାଇବେ । ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୨/୧୧,ରବିବାର)