ଆଜିର ରାଶିଫଳ (୨୧/୮, ବୁଧବାର)

ମେଷ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ସୁନାମ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ବୃଷ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ସମସ୍ୟା ରହିବ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶି ।

ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଉଚ୍ଚ ଆଶା ସଫଳ ହେବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସଂପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର

କର୍କଟ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଅର୍ଥ ଓ ସମ୍ମାନ ପାଇବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମ୍ମାନ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଅନୁଶାସନ ଭିତରେ ରହିବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମତ୍ରେରେ ସମସ୍ୟା ବହୁଳ ରହିବ । ସାଂସାରିକ ଅଶାନ୍ତି ରହିବ । ·କିରିରେ ବର୍ତ୍ତୃପକ୍ଷଙ୍କର ଚାପ ରହି ବାଣିଜ୍ୟରେ କ୍ଷତିଗ୍ରସ୍ତ ହୋଇପାରନ୍ତି । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବିଭିନ୍ନ ଉପାୟରେ ଅର୍ଥାଗାମ ହେବ । ସାଂସାରିକ ପଡୋଶୀଙ୍କ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ଷଷ୍ଠରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ନୂତନ ଯୋଜନା ଫଳପ୍ରସୂ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-କଳା ।

ଧନୁ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ମକର- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ମୀନ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟରେ ଅସଫଳ ହେବେ । ସାଂସାରିକ ଅର୍ଥ ଚିନ୍ତା ରହିବ । ରାଜନୀତିରେ ବିରୁଦ୍ଧି ବଢ଼ିବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌

   ସମ୍ବନ୍ଧିତ ଖବର


ଆଜିର ରାଶିମାନଙ୍କର ଶୁଭାଶୁଭ ଫଳ

ବୁଧବାରର ପଞ୍ଜିକା ରାଶିଫଳ

ଚଳିତ ସପ୍ତାହରେ ଏହି ରାଶିମାନଙ୍କର ଶୁଭଫଳ

ଆଜିର ରାଶିଫଳ- ଏହି ରାଶିର ଶୁଭ ଫଳ

ରାହୁ-କେତୁଙ୍କ ରାଶିଚଳନ ଓ ରାଶିଫଳ

ରବିବାରର ପଞ୍ଜିକା ଓ ରାଶିଫଳ