ଆଜିର ରାଶିଫଳ (୨୧/୯,ଶନିବାର)

ମେଷ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ। ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି। ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ସନ୍ତୋଷଜନକ ରହିବ । ସାଂସାରିକ ସହଯୋଗ ମିଳିବ । ଚାକିରିରେ ସୁନାମ ପାଇବେ । ମହିଳାମାନେ ଉତ୍ସାହିତ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମିଥୁନ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ମନମୁତାବକ ଫଳ ପାଇବେ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ସିଂହ-ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଆଭୁଷର ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।

କନ୍ୟା- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅବହେଳା ରହିବ। ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ରହିବ। ରାଜନୀତିରେ ବିରୋଧୀ ବଢ଼ିବେ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ସାଂସାରିକ ସମସ୍ୟା ବହୁଳ ରହିବ। ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା।

ବିଛା-ସପ୍ତମରେ ଘାତଚନ୍ଦ୍ର କାରଣରୁ ଗୁରୁତ୍ୱ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ଅସ୍ଥିରମନା ରହିବେ। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ଉତ୍ତେଜନା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତିରେ କାର୍ଯ୍ୟ ସମ୍ପନ୍ନ କରିବେ। ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ମକର- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଆୟବ୍ୟୟ ସମାନ ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।

କୁମ୍ଭ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ଅଗ୍ରଗତି କରିବେ। ସାଂସାରିକ ବନ୍ଧୁ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ମୀନ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଲାଲ୍‌।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୯/୧୦, ଗୁରୁବାର)

ଗୁରୁବାର ରାଶିଫଳ

କେମିତି କଟିବ ଆଜି, ପଢନ୍ତୁ ନିଜର ଭାଗ୍ୟ ଭବିଷ୍ୟ…

ବୁଧବାର ରାଶିଫଳ, ଜାଣନ୍ତୁ କେମିିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୬/୧୦, ସୋମବାର)

ଚଳିତ ସପ୍ତାହର ରାଶିଫଳ-ଆକସ୍ମିକ ଧନଲାଭ ଓ ଆୟର ପନ୍ଥା ସୁଗମ ହେବ ଏହି ରାଶିର