ଆଜିର ରାଶିଫଳ (୨୩/୪, ମଙ୍ଗଳବାର)

ମେଷ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମସ୍ୟାକୁ ନେଇ ବିଚଳିତ ରହିବ । ସାଂସାରିକ ଆର୍ଥିକ ସଂକଟ ରହିପାରେ । ଚାକିରିରେ କାର୍ଯ୍ୟ ବହୁଳ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ବୃଷ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉଚ୍ଚ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କ୍ଷେତ୍ରରେ ଆଗେଇ ଚାଲିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବହୁ ଚେଷ୍ଟା ସତ୍ତେ୍ୱ ସାମାନ୍ୟ ଫଳ ପାଇବେ । ସାଂସାରିକ ସନ୍ତନ ସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ସିଂହ-କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଜନସବୋରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ କାର୍ଯ୍ୟ ହାନି ଦେଖାଦେବ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ବ୍ୟୟବହୁଳତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ବିଛା- ଶ୍ରୀଚନ୍ଦ୍ରଙ୍କ କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ସୁଖୀ ରହିବେ । ପ୍ରଶାସନିକ ସୁନାମ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ଧନୁ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବ୍ୟସ୍ତତା ଭିତରେ କଟିବ । ସାଂସାରିକ ପରିଶ୍ରମୀ ହେବେ । ମହିଳାମାନେ ଗୃହ କାର୍ଯ୍ୟରେ ମନ ରହିବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ମକର- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ବ୍ୟସ୍ତତାରେ ରହିବେ । ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ରହିବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୫/ ୧୧ ବୁଧବାର)

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି