PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଆଜିର ରାଶିଫଳ (୨୪/୧୨, ମଙ୍ଗଳବାର)

ମେଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ। ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ଚାକିରିରେ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା।

ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ। ସାଂସାରିକ ସୁଖୀ ରହିବେ। ଚାକରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ। ସାଂସାରିକ ଗୁରୁଜନମାନଙ୍କ ସଂଗେ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ। ଶୁଭଅଙ୍କ-୯, ଶୁଭରଙ୍ଗ-ଲାଲ୍‌।

ସିଂହ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ପ୍ରତିଷ୍ଠିତ ହେବେ। ସାଂସାରକ ଦକ୍ଷ ପ୍ରତିପାଦିତ ହେବେ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ତୁଳା-କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଚଳିତ ରହିବେ। ସାଂସାରିକ ଅଶାନ୍ତି ରହିପାରେ। ରାଜନୀତିରେ ବିବାଦୀୟ ସ୍ଥିତି ରହିପାରେ। ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮ ଶୁଭ ରଙ୍ଗ-ସବୁଜ।

ବିଛା- ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ। ସାଂସାରିକ ସହଯୋଗ ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ କରି ଆଗେଇ ଚାଲିବେ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ୱଳ୍ପ ଲାଭ ହେବ। ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁଉଚ୍ଚ ଆଶା ସଫଳ ହେବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ହେବ। ସାଂସାରିକ ଆର୍ଥିକ ସୁଦୃଢ଼ ହେବ। ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା।

ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ। ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।