PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ଆଜିର ରାଶିଫଳ( ୨୫/୧୨,ବୁଧବାର)

ମେଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ। ସାଂସାରିକ କାର୍ଯ୍ୟହାନି ଓ ମନସ୍ତାପରେ ରହିବେ। ରାଜନୀତିରେ ଶତୃବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ। ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ। ଶୁଭଅଙ୍କ-୨, ଶୁଭରଙ୍ଗ-ଧଳା ।

ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ସମ୍ପାଦନ କରିବେ। ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌।

କର୍କଟ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ।

ସିଂହ- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ। ସାଂସାରିକ ସୁଖୀ ରହିବେ। ମହିଳାମାନେ ଉତ୍ସାହିତ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର।

କନ୍ୟା- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ମିଳିବ। ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୮, ଶୁଭ ରଙ୍ଗ-ବାଇଗଣି।

ତୁଳା- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ମନ୍ଥର ରହିବ। ସାଂସାରିକ ଚିନ୍ତାରେ ରହିବେ। ମହିଳାମାନେ ଅସ୍ଥିରମନା ରହିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା।

ବିଛା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ସୁଖ ଶାନ୍ତି ଭିତରେ କଟିବ। ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ରାଜନୀତିରେ ସକ୍ରୀୟ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ଧନୁ- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ। ସାଂସାରିକ ଚଳଚଞ୍ଚଳ ରହିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଅର୍ଥଗାମ ହେବ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ସାଂସାରିକ ସୁଖ ଶାନ୍ତି ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

ମୀନ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ। ସାଂସାରିକ ଉଦାରମନା ରହିବେ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ମନ୍ଥର ରହିବ। ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି।