ଆଜିର ରାଶିଫଳ (୨୬/୪,ଶୁକ୍ରବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦରସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଯୋଜନା କରି ସ୍ଥଗିତ ହୋଇପାରେ । ·କିରିରେ କାର୍ଯ୍ୟଭାର ରହିବ । ମହିଳାମାନେ ବିରକ୍ତିମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଅଷ୍ଟମ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନିଶ୍ଚିତତା ଭିତରେ ଦିନଟି କଟିବ । ସାଂସାରିକ ଅଭାବ ଅସୁବିଧା ରହିବ । ରାଜନୀତିରେ ଶତୃବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସଂପର୍କ ରହିବ । ·କିରିରେ ନିଷ୍ଠାପର ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ସିଂହ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କିଛିଟା ସମସ୍ୟା ଭିତରେ କାର୍ଯ୍ୟ ତୁଲାଇବେ । ସାଂସାରିକ ଚିନ୍ତା ରହିବ । ·କିରିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ଚିନ୍ତା ଜନକ ସ୍ଥିତି ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଖର୍ଚ୍ଚାନ୍ତ ଭିତରେ କଟିବ । ସାଂସାରିକ ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତାକୁ ନେଇ ବ୍ୟସ୍ତ ବିବ୍ରତ ହେବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ତୁଳା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ସୁରୁଖୁରୁରେ ତୁଲାଇବେ । ସାଂସାରିକ ହଠାତ୍‌ ଦୂର ସ୍ଥାନକୁ ଯାଇ ପାରନ୍ତି । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।
ବିଛା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ମନମୁତାବକ ଫଳ ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ଧନୁ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସହଯୋଗ ମନେ ହେବେ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌
ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଯାକ ବିଳାସପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ସୁନାମ ପାଇବେ । ·କିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ ।ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କୁମ୍ଭ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମ ମୁତାବକ ଫଳ ମିଳିବ । ସାଂସାରିକ କିଛିଟା ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି । ·କିରିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-ବାଇଗଣି ।
ମୀନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

   ସମ୍ବନ୍ଧିତ ଖବର


ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଚଳିତ ସପ୍ତାହର ରାଶିଫଳ

ଆଜିର ରାଶିଫଳ (୨୯/୧୧,ରବିବାର)

ରବିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୮/୧୧ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ