PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଆଜିର ରାଶିଫଳ (୨୮/୮, ବୁଧବାର)

ମେଷ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସହଯୋଗ ପାଇବେ । ମହିଳାମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ବୃଷ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଅର୍ଥ ଉପାର୍ଜନ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ସନ୍ତୋଜେନକ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ-କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପରିଶ୍ରମ ମୁତାବକ ଫଳ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ପାଇବେ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ତୁଳା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା-କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ସମସ୍ୟା ରହିବ । ସାଂସାରିକ ଉଦାରମନା ରହିବ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଅଭାବ ଅନାଟନ ଲାଗି ରହିବ । ଚାକିରିରେ ଚାପ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । ପ୍ରଶାସନିକ ଦାୟିତ୍ୱବୋଧ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅଗ୍ରଗତି କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।