PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ଆଜିର ରାଶିଫଳ (୨୮/୧୨ ଶନିବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ପ୍ରାପ୍ତି ହେବ। ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର।

ବୃଷ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ସଫଳ ହେବେ। ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର।

ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ଆର୍ଥିକ ସଂକଟ ଦେଖାଦେବ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ। ପରିବହନ ଓ ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶୁଭଅଙ୍କ-୯, ଶୁଭରଙ୍ଗ-ମେରୁନ୍‌ ।

ସିଂହ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ସମ୍ପନ୍ନ କରିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

କନ୍ୟା- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଗୁରୁଜନମାନଙ୍କ ପରାମର୍ଶ କ୍ରମେ କର୍ମ କରିବେ। ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ତୁଳା-ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଦେଖାଦେବ। ସାଂସାରିକ ସମସ୍ୟା ଘେରରେ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା।

ବିଛା- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତା ଦ୍ୱାରା କାର୍ଯ୍ୟ ହାସଲ କରିବେ। ସାଂସାରିକ ଉଚ୍ଚ ସମ୍ମାନ ପାଇବେ। ପ୍ରଶାସନିକ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭଅଙ୍କ-୭, ଶୁଭ ରଙ୍ଗ-ପିଙ୍କ୍‌।

ଧନୁ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ। ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ। ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ। ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

କୁମ୍ଭ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ। ମହିଳାମାନେ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ପ୍ରତିକୂଳତା ରହିବ। ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମୀନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ସଫଳ ହେବ। ସାଂସାରିକ ଆର୍ଥିକ ପ୍ରଗତି ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌।