PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଆଜିର ରାଶିଫଳ ( ୨୯/୮, ଗୁରୁବାର)

ମେଷ- କୃଷ୍ଣ ପକ୍ଷ ତୃତୀୟ ଭାଗରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ·କିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- ତୃତୀୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ମିଥୁନ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତା ରହିବ । ସାଂସାରିକ ପଡୋଶୀଙ୍କ ସହ ବିବାଦ ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

କର୍କଟ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖୀ ରହିବେ । ·କିରିରେ ପ୍ରଶଂସା ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ସିଂହ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି ସଫଳ ହେବେ । ସାଂସାରିକ ଦୂରସ୍ଥାନକୁ ଯାଇପାରନ୍ତି । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଗୁରୁତ୍ୱ କାର୍ଯ୍ୟକୁ ସମାପନ କରି ଆଶ୍ୱସ୍ତି ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସ୍ୱପ୍ନ ସାକାର ହେବ । ·କିରିରେ ପଦୋନ୍ନତି ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟ ତୃଟି କରିପାରନ୍ତି । ସାଂସାରିକ ଅନ୍ୟପାଇଁ ସମସ୍ୟାରେ ପଡିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ଧନୁ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ଅର୍ଥାଭାବ ରହିବ । ·କିରିରେ ଅବହେଳା କରିବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ମାର୍ଗରେ ଦୁର୍ବଳ ଉପାର୍ଜନ କରିବେ । ସାଂସାରିକ ସୁଖ ସମ୍ମାନ ବାଣିଜ୍ୟ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କଟିବ ପରିଶ୍ରମ କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।

ମୀନ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଚିନ୍ତା ଜନକ ରହିବ । ମହିଳାମାନେ ଉଦାର ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।