ଆଜିର ରାଶିଫଳ (୩୦/୪, ମଙ୍ଗଳବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର କାର୍ଯ୍ୟ ସମାପ୍ତ କରିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆମବ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- କୃଷ୍ଣପକ୍ଷ ନବମରେ ଘାତଚନ୍ଦ୍ର କାରଣରୁ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ । ସାଂସାରିକ ଅଭାବ ଅସୁବିଧା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ସମସ୍ୟା ବହୁଳ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ-ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି େ ହବ । ଚାକିରିରେ ଧନ ସମ୍ମାନ ମିଳିବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବିଚଳିତ ରହିବେ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- କର୍ତ୍ତୃପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ହଠାତ୍‌ ଶୁଭ ଖବର ପ୍ରାପ୍ତି େ ହାଇପାରେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ । ସାଂସାରିକ ଅର୍ଥ ପ୍ରାପ୍ତି ଯୋଗ ରହିଛି । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି କିଛିଟା ଶୁଭଫଳ ମିଳିପାରେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଦ୍ରବ୍ୟାଦି ଲାଭ ହୋଇପାରେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ହଠାତ୍‌ ଦୂର ସ୍ଥାନକୁ ଯାଇପାରନ୍ତି । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ କିଛିଟା ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୨/୧୧,ରବିବାର)