ଆଜିର ରାଶିଫଳ(୮/୩,ରବିବାର)

ମେଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବ୍ୟସ୍ତତା ଭିତରେ କଟିବ। ସାଂସାରିକ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ବୃଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ। ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମିଥୁନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନ୍ୟ ଲୋକଙ୍କର ସହଯୋଗ ପାଇ ଆଗେିବେ। ସାଂସାରିକ ଉନ୍ନତି କରିବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

କର୍କଟ- ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ ସ୍ୱପ୍ନ ସାକାର ହେବ। ସାଂସାରିକ ଉନ୍ନତି କରିବେ। ପ୍ରଶାସନିକ ଓ ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଲାଭଜନକ ହେବ । ଶୁଭଅଙ୍କ-୯, ଶୁଭରଙ୍ଗ-ମେରୁନ୍‌ ।

ସିଂହ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ଉପୁଜିପାରେ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ମହିଳାମାନେ ହତାଦର ହୋଇପାରନ୍ତି। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଚ୍ଚ ଆଶା ସଫଳ ହେବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ।

ତୁଳା-ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ସମାଜରେ ପ୍ରତିଷ୍ଠିତ ହେବେ। ସାଂସାରିକ ସହଯୋଗ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସମ୍ମାନ ପାଇବେ । ମହିଳାମାନେ ଧର୍ମ ପରାୟଣା ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି।

ଧନୁ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ସାଂସାରିକ ଅସହଯୋଗ ମନେ ହେବ। ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ମକର- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ମନ ମୁତାବକ ସଫଳ ହେବେ। ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ-ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ। ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସହଯୋଗ ମିଳିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ମୀନ-ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ। ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ। ଚାକିରିରେ ସ୍ଥାୟୀତ୍ୱ ରହିବ । ମହିଳାମାନେ କର୍ମତତ୍ପର ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

   ସମ୍ବନ୍ଧିତ ଖବର


ରବିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୮/୧୧ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୭/୧୧ ଶୁକ୍ରବାର)

ଶୁକ୍ରବାର ରାଶିଫଳ

ଆଜିର ରାଶିଫଳ (୨୫/ ୧୧ ବୁଧବାର)