PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ବରଯାତ୍ରୀ ଗାଡ଼ି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ବର-କନ୍ୟା ସମେତ ୬ ମୃତ

ରାମପୁର, ୨୫/୦୭ : ୟୁପି ରାମପୁରର ସିଭିଲ୍ ଲାଇନ୍ସ ଥାନା ଅଞ୍ଚଳର ବାଇପାସ୍ ରୋଡରେ ଭୀଷଣ ସଡ଼କ ଦୁର୍ଘଟଣା। କନ୍ୟାକୁ ଧରି ଫେରିବା ବେଳେ ଦୁର୍ଘଟଣା ଘଟି ବର-କନ୍ୟାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବର-କନ୍ୟା ଗାଡ଼ି ବିହାରରୁ ବିବାହ କାର୍ଯ୍ୟକ୍ରମ ସାରି ଫେରୁଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ରାମପୁରର ସିଭିଲ୍ ଲାଇନ୍ସ ଥାନା ଅଞ୍ଚଳର ବାଇପାସ୍ ରୋଡରେ ଏକ ବର-କନ୍ୟା ଗାଡି ଓ ଆମ୍ଵ ଭର୍ତ୍ତି ଡିସିଏମ୍ ଟ୍ୟାଙ୍କର ସାମ୍ନାସାମ୍ନି ଧକ୍କା ହୋଇଥିଲେ। ଏହି କାରରେ ୬ ଜଣ ଲୋକ ସବାର ଥିଲେ। ଫଳରେ ଦୁର୍ଘଟଣାରେ ବର ସମେତ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ କନ୍ୟାକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେ ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଛନ୍ତି। ତେବେ ଘଟଣାସ୍ଥଳରୁ ଟ୍ୟାଙ୍କର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ସମ୍ବନ୍ଧିତ ଖବର