PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ- କାଳବୈଶାଖୀର ତାଣ୍ଡଵ। ସେରଗଡ ବ୍ରାହ୍ମଣଛାଇ ଗାଁରେ ଗଛ ପଡି ଦୁଇ ମୃତ
  • ||
  • ବରିଷ୍ଠ ବିଜେଡି ନେତ୍ରୀ ଭି. ସୁଜ୍ଞାନୀ କୁମାରୀ ଦେଓଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ବିଧାୟକା
  • ||
  • ପଶ୍ଚିମବଙ୍ଗରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଟିଏମସିର ଆକ୍ରମଣର ପ୍ରତିବାଦରେ କେନ୍ଦ୍ରମନ୍ତ୍ରୀଙ୍କ ଉପବାସ
  • ||
  • ପଶ୍ଚିମବଙ୍ଗ: ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜି
  • ||
  • କୋଭିଡ୍ ମୁକାବିଲା ପାଇଁ ୫୦ ହଜାର କୋଟି ଦେବ ଆର୍‌ବିଆଇ
  • ||
  • ବଲାଙ୍ଗୀର: ଡେଲିମାର୍କେଟରେ ସଂଘବଦ୍ଧ ଭାବେ ପରିବା ବିକ୍ରି କରିବାକୁ ପ୍ରଶାସନ ବିରୋଧ କରିବାରୁ ଉତ୍ତ୍ୟକ୍ତ ହୋଇ ରାସ୍ତାରେ ପରିବା ଫିଙ୍ଗିଲେ ବେପାରୀ, ପୁଲିସ ଏବଂ ମ୍ୟୁନିସିପାଳିଟି ପକ୍ଷରୁ ବୁଝାମଣା ଜାରି
  • ||
  • ଗୁଡ଼ଭେଲା: ବିଦ୍ୟୁତ ଖୁଣ୍ଟକୁ ପଟିଲା ଟ୍ରକ ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ହାଇଦ୍ରାବଦରୁ ଫେରୁଥିଲେ ପ୍ରବାସୀ ଶ୍ରମିକଙ୍କ ୧୨ ବର୍ଷର ଝିଅ, ସୀମାନ୍ତ ମୋଟୁରେ ଚାଲିଗଲା ଜୀବନ
  • ||
  • ଉପକୂଳରେ ତାତି ଉଭାନ୍‌, ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ
  • ||
  • ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାରୁ ଫେରିଲେ ୧୪ ଦିନିଆ କ୍ୱାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଓଡ଼ିଶାରେ ଚିହ୍ନଟ ହେଲେ ୯୮୮୯ ଜଣ କରୋନା ପଜିଟିଭ ଚିହ୍ନଟ, ଆଖିବୁଜିଲେ ୧୬ ଜଣ ସଂକ୍ରମିତ
  • ||
  • ଓଡ଼ିଶା: ଆଜିଠୁ ରାଜ୍ୟବ୍ୟାପୀ ୧୪ ଦିନିଆ ‘ଲକଡାଉନ୍‌,’୧୯ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ
  • ||

ହାଓ୍ଵଡ଼ା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସ୍ ଲାଇନଚ୍ୟୁତ, ଅନେକ ଆହତ

ନୂଆଦିଲ୍ଲୀ ୨୦।୫: ଶୁକ୍ରବାର ମଧ୍ୟ ରାତ୍ରୀ ପରେ ଉତ୍ତର ପ୍ରଦେଶର କାନପୁର ନିକଟରେ ହାଓ୍ଵଡ଼ା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସ୍‌ର ୧୨ଟି ବଗି ଧାରଣାଚ୍ୟୁତ ହୋଇଛି। ଏଥିରେ ଅନ୍ୟୂନ ୧୩ ଜଣ ବ୍ୟକ୍ତି ଆହତ ହୋଇଥିବା କଥା ରେଳବାଇ ଅଧିକାରୀମାନେ କହିଛନ୍ତି।

ଟ୍ରେନ୍‌ଟି ନୂଆଦିଲ୍ଲୀକୁ ଯାଉଥିବା ବେଳେ ରାତି ପ୍ରାୟ ୧୨: ୩୦ ସମୟରେ କାନପୁର ନଗର ଜିଲ୍ଲା ଅନ୍ତର୍ଗତ ମହାରାଜପୁର ଥାନା ଅଧୀନସ୍ଥ ରୂମା ରେଳବାଇ ଷ୍ଟେସନ୍‌ ନିକଟରେ ଦୁର୍ଘଟଣା ଘଟିଥିଲା। ଧାରଣାଚ୍ୟୁତ ହୋଇଥିବା ୧୨ଟି ଲିଙ୍କ୍‌ ହଫ୍‌ମ୍ୟାନ୍‌ ବୁସ୍‌ ବଗି ମଧ୍ୟରୁ ୪ଟି ଓଲଟି ପଡ଼ିଥିଲା।
ଉତ୍ତର କେନ୍ଦ୍ରୀୟ ରେଳବାଇର ଲୋକସମ୍ପର୍କ ଅଧିକାରୀ ଅମିତ ମାଲବ୍ୟ କହିଛନ୍ତି ୧୩ ଜଣ ବ୍ୟକ୍ତି ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।