PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର : ବିଶୋଇ ଅସନାରେ ଓଲଟାଲ ବସ୍‌ , ପଛରୁ ଟ୍ରକ୍‌ ଧକ୍କା ଦେବାରୁ ଭାରସାମ୍ୟ ହରାଇ ଓଟଲିଲା ବସ୍‌ , ୨ଗୁରୁତର , ୫ ଆହତ
  • ||
  • ଖୋର୍ଦ୍ଧା : ଜଟଣୀ ବେଣାପଞ୍ଜରୀ ଗାଁରେ କମେଣ୍ଟ ମରାକୁ କେନ୍ଦ୍ର କରି ବୋମା ମାଡ଼ , ୩ ଆହତ , ଘଟଣା ସ୍ଥଳରେ ପୁଲିସ୍‌ ମୁତୟନ
  • ||
  • ବାଲେଶ୍ବର: ବସିଲା କଙ୍ଗାରୁ କୋର୍ଟ, ବିଧବା ମହିଳାଙ୍କ ମଥାରେ ଦିଆଗଲା ସିନ୍ଦୁର
  • ||
  • ରୁଷ‌୍‌ର ମସ୍କୋରେ ଭାରତ ଖୋଲିଲା ଊର୍ଜା ଅଫିସ୍‌ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଚେଷ୍ଟାରେ ଉଦ୍‌ଘାଟିତ
  • ||
  • ବ୍ରହ୍ମପୁର ବାଲିପଦାରେ ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା , ଜମି ବିବାଦରୁ ସଂପର୍କୀୟ ହତ୍ୟା କରିଥିବା ସନ୍ଦେହ
  • ||
  • ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା , ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ପାଳନ ପ୍ରସ୍ତୁତି ନେଇ ଏହି ଆଲୋଚନା ଚାଲିଛି
  • ||
  • ବାସୁଦେବପୁର: ଛାତ୍ରଛାତ୍ରୀଙ୍କ ମଧ୍ୟାନ୍ନ ଭୋଜନ ଅର୍ଥ ହଡପ ଘଟଣାରେ କାନ୍ଥିସାହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ବିଇଓ
  • ||
  • ଭୁବନେଶ୍ବର: ରାଜଧାନୀରେ ଲୁଟ୍ ରୋକିବେ ସ୍ପେଶାଲ-୨୬, ନୂଆ ଟିମ୍ ଗଠନ ନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ
  • ||
  • ଗୁଣୁପୁର:ସନ୍ଦେହ ଜନକ ଅବସ୍ଥାରେ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ଯା ଅଭିଯୋଗ ଆଣିଲେ ବାପଘର ଲୋକ
  • ||
  • ସମ୍ବଲପୁର:ବୁର୍ଲା ସାଇଫୋନ ଅଞ୍ଚଳରେ ଥିବା ଜଙ୍ଗଲରେ ଲାଗିଲା ଅଗ୍ନିକାଣ୍ଡ, ନିଆଁ ଆଁରେ ଜଳିଗଲା ଅନେକ ଗଛ
  • ||
  • କଟକ: ଚୌଦ୍ବାର ଓଟିଏମ୍ କାରଖାନା ପରିସରରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ଟିମ୍ ନିୟୋଜିତ
  • ||
  • ରାଉରକେଲା: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ, ଟ୍ବିଟ୍ କରି ସୂଚନା ଦେଲେ
  • ||
  • ଭୁବନେଶ୍ଵର : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ
  • ||
  • ଫୁଲବାଣୀ: ମନରେଗା କାମ କରି ବର୍ଷେ ହେଲା ପାରିଶ୍ରମିକ ପାଇନାହାନ୍ତି ୫୦ରୁ ଉର୍ଦ୍ଧ୍ବ ମହିଳା, ଜିଲ୍ଲାପାଳଙ୍କୁ ଜଣାଇଲେ ଅଭିଯୋଗ କଲେ ମହିଳା
  • ||
  • ଯାଜପୁର ରୋଡରେ କର୍ମଜୀବୀ ମହିଳା ନିବାସକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ନିବାସରେ ୧୦୦ଶଯ୍ୟା ବ୍ୟବସ୍ଥା ରହିଛି
  • ||
  • ମାଲକାନଗିରି: ମହିଳା ଦିବସରେ ଘରବାଡି ପଟ୍ଟା ପାଇଁ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଶତାଧିକ ମହିଳା
  • ||
  • ମାଲକାନଗିରି: ଜିଲ୍ଲାରେ ପ୍ରଥମ ଥର ପାଇଁ ମହିଳା ପୁଲିସଙ୍କ ‘ନିର୍ଭୟା ପେଟ୍ରୋଲିଂ’ ଟିମ୍କୁ ସବୁଜ ପତକା ଦେଖାଇ ଏସପି ଋଷିକେଶ ଡି ଖିଲାରୀ,
  • ||
  • ନୀଳଗିରି କଲେଜର ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗର ଶିକ୍ଷାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର, ଦୁଇବର୍ଷ ଧରି ବାହରୁନି ପରୀକ୍ଷା ଫଳ,କଲେଜ ଆଗରେ ବସିଲେ ଧାରଣା, ଦୁଇ ଛାତ୍ର ଛାତ୍ରୀ ଅସୁସ୍ଥ
  • ||
  • ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳା ଯୋଗୁଁ ରୋଗୀଙ୍କ ମୃତ୍ୟ ଅଭିଯୋଗ ଆଣି ସମ୍ପର୍କୀୟଙ୍କ ହୋହାଲ୍ଲା, ପୁଲିସ ମୁତୟନ
  • ||
  • ଭୁବନେଶ୍ବର: ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଜଭବନରେ କରିବେ ରାତ୍ରିଯାପନ
  • ||

ଘରୋଇ କଳହରୁ କରୁଣ ପରିଣତି : ସ୍ତ୍ରୀକୁ କଟୁରିରେ ହାଣି କଲା ଲହୁଲୁହାଣ, ଅଭିଯୁକ୍ତ ସ୍ବାମୀ ଗିରଫ

ଭବାନୀପାଟଣା, ୨୨/ ୦୧: ପବିତ୍ର ଅଗ୍ନିକୁ ସାକ୍ଷୀ ରଖି ସାତ ଜନ୍ମର ସାଥୀ ହୋଇଥିଲେ ଦୁହେଁ। ମିଳିମିଶି ସାରା ଜୀବନ ଖୁସିରେ ବିତେଇବାକୁ ଉଭୟେ ଉଭୟଙ୍କୁ କଥା ଦେଇଥିଲେ। ହେଲେ ପାରିବାରିକ କଳହ ଏସବୁ ପ୍ରତିଶୃତିକୁ ଯେମିତି ଫିକା ପକାଇ ଦେଇଛି। ଘରୋଇ କଳହରୁ ସ୍ତ୍ରୀକୁ କଟୁରୀରେ ହାଣି ଲହୁ ଲୁହାଣ କଲା ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଆସିଛି ଭବାନୀପାଟଣାର ଅରକାବାହାଲି ପଡ଼ାରୁ।

ମିଳିଥିବା ସୂଚନା ମୁତାବିକ, ଅରକାବାହାଲି ପଡ଼ାର ରାଜୁ ରାଉତ ନାମକ ଜଣେ ବ୍ୟକ୍ତି ମଦ୍ୟ ପାନ କରି ସ୍ତ୍ରୀ ବିନୋଦିନି ରାଉତଙ୍କ ସହିତ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଅତିଷ୍ଟ ହୋଇ ରାଜୁ ରାଉତ ତାଙ୍କ ପତ୍ନୀିକୁ କଟୁରିରେ ଆକ୍ରମଣ କରିଥିଲା। ଗୁରୁତର ଆହତ ନିରୂପମା କୁ ପ୍ରଥମେ ଭବାନୀ ପାଟଣା ମେଡ଼ିକାଲକୁ ନେବାପରେ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିବା ସୂଚନା ରହିଛି।

ଅପରପକ୍ଷେ ସ୍ୱାମୀ ରାଜୁ ରାଉତକୁ ଗିରଫ କରି କୋର୍ଟ ଚାଲାଣ କରିଛି ଭବାନୀପାଟଣା ଟାଉନ ଥାନା ପୋଲିସ।

ସମ୍ବନ୍ଧିତ ଖବର