ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ବାମୀ, ଫାର୍ମ ହାଉସରୁ ମିଳିଲା ମୃତଦେହ

ସୁନ୍ଦରଗଡ ୩୦।୮: ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ପିଟି ପିଟି ମାରିଦେଲା ସ୍ବାମୀ । ଫାର୍ମ ହାଉସ ଭିତରୁ ମିଳିଲା ମୃତଦେହ । ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସୁବଳିଆ ନିକଟ ଫାର୍ମ ହାଉସରୁ ମିଳିଲା ମୃତଦେହ ।

ମୃତକଙ୍କ ପରିଚୟ ମିଳିପାରିନାହିଁ । ଝାରସୁଗୁଡାରୁ ଆସି ଏଠାରେ ଫାର୍ମ ହାଉସରେ କାମ କରୁଥିବା ସୂଚନା ମିଳିଛି ।

ହତ୍ୟାକାରୀ ସ୍ବାମୀ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି । ଘଟଣାସ୍ଥଳରେ ପହଞ୍ଚି ସଦର ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି ।

   ସମ୍ବନ୍ଧିତ ଖବର


ବନ୍ଧା ହେବେ ବୁଲା ଷଣ୍ଢ, ଗାଈଙ୍କୁ ମାଫ୍‌ – ସଫଳ ହୋଇପାରୁନି ବୁଲା ଗୋରୁମୁକ୍ତ ସହର ଅଭିଯାନ

ଦୃଢ ଇଚ୍ଛା ଶକ୍ତି- ୫୬ ବର୍ଷରେ ମାଟ୍ରିକ ପାସ୍‌ କଲେ ଆଶାକର୍ମୀ

ସିଂହଦ୍ୱାରରେ ହେବନି ବଡ଼ବଡୁଆ ଡାକ

ଯାତ୍ରା କଳାକାରଙ୍କ ରୋଜଗାରର ଭିନ୍ନ ଉପାୟ

ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ମହାଜାଲିଆତି -ମିଛ ମାପଦଣ୍ଡରେ ଆକାଶଛୁଆଁ ବେପାର