PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ସାମାନ୍ୟ ଝଗଡ଼ାରୁ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ସ୍ବାମୀ

ଅନୁଗୋଳ ୧୦।୯: ଅନୁଗୋଳ ଜିଲ୍ଲା ତାଳଚେର ବଲଣ୍ଡା ଗୁରୁଦ୍ବାରରେ ମଦ୍ୟପ ସ୍ବାମୀ ଅତି ନୃଶଂସ ଭାବରେ ସ୍ତ୍ରୀକୁ ହତ୍ୟା କରିଛି । ସାମାନ୍ୟ ଝଗଡ଼ାକୁ ନେଇ ସ୍ତ୍ରୀର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ସ୍ବାମୀ । ହତ୍ୟା ପରେ ପାଖରେ ଏକ ସିମେଣ୍ଟ ଦୋକାନ ଆଗରେ ପକାଇ ଦେଇ ଚାଲିଗଲା ।

ସୂଚନାଯୋଗ୍ୟ ଯେ, ଗୁରୁଦ୍ବାର ଅଞ୍ଚଳର ମୁନା ବେହେରା ତାର ସ୍ତ୍ରୀ ଗୀତା ଦେହୁରୀଙ୍କୁ ପଥରରେ ଛେଚି ହତ୍ୟା କରିଛି। ବିଳମ୍ବିତ ରାତିରେ ମଦ ପିଇ ଆସିଥିବାବେଳେ ଦୁହିଁଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ମୁନା ଉତକ୍ଷିପ୍ତ ହୋଇ ପାଖରେ ପଡିଥିବା ଏକ ପଥର ସାହାଯ୍ୟରେ ଗୀତାର ମୁଣ୍ଡକୁ ଛେଚି ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ମୁନାକୁ ଗିରଫ କରିଛି । କେଉଁ ପରିସ୍ଥିତିରେ ଏଭଳି ହତ୍ୟାକାଣ୍ଡ ଘଟିଲା ତାର ତଦନ୍ତ ମଧ୍ୟ ଚଳାଇଛି ପୋଲିସ।