ପ୍ରମୁଖ ଖବର
  • ଜୟପୁର: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ, ୧୨ ରନରେ ଜିତିଲା ରାଜସ୍ଥାନ ରୟାଲ୍ସ
  • ||
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ଘରୋଇ କଳହରୁ କରୁଣ ପରିଣତି: ଗଛରେ ଝୁଲିପଡିଲେ ସ୍ୱାମୀ, ବିଷ ପିଇ ସ୍ତ୍ରୀ ଗୁରୁତର

ଦେବଗଡ଼ ୩୧/୦୮: ଘରୋଇ କଳହରୁ କରୁଣ ପରିଣତି। ଶ୍ୱଶୁର ଘରେ କୌଣସି କଥାକୁ ନେଇ ନବ ଦମ୍ପତିଙ୍କ ମଧ୍ୟ ଝଗଡା ହୋଇଥିଲେ। ସ୍ୱାମୀ ରାଗିଯାଇ ଏକ ଗଛରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ଏଭଳି କାଣ୍ଡ ଦେଖି ପତ୍ନୀ ବିଷ ପିଇ ଦେଇଥିଲେ। ପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମହିଳା ସ୍ବାସ୍ଥ୍ୟାବସ୍ଥା ସଂଙ୍କଟାପନ୍ନ ଥିବା ଜଣାପଡିଛି। ଏଭଳି ଅଭାବନୀୟ ଘଟଣା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଉଦୟପୁର ଗାଁରେ ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.