PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

‘ମୁଁ ନବୀନ ପାଇଁ କହୁଛି’ ଅଭିଯାନ ଆରମ୍ଭ

ଭୁବନେଶ୍ୱର,୨୬ ।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱଚ୍ଛ ଭାବମୂର୍ତ୍ତୀ ଓ ରାଜ୍ୟର ବିକାଶ ପାଇଁ ପ୍ରଣୟନ କରିଥିବା ଯୋଜନା ସମ୍ପର୍କରେ ଲୋକ ମତାମତ ଦେବେ । ଆଜିଠୁ ଏଥିପାଇଁ ଅଭିଯାନ ଆରମ୍ଭ ହୋଇଛି । ଦୁଇଟି ଗାଡି ଗ୍ରାମାଞ୍ଚଳକୁ ବୁଲି ମତାମତ ଆଣିବ । ଗାଡିକୁ ଆଇଟି ସେଲ୍‌ ମୁଖ୍ୟ ଡ ଅମର ପଟ୍ଟନାୟକ ଆଜି ଶୁଭାରମ୍ଭ କରିଛନ୍ତି । ରାଜ୍ୟର ସାଢେ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପର୍କରେ ସେମାନଙ୍କ ଅନୁଭୂତି, ଆବେଗ, ମନର ଭାବ ଓ ଭାଷାକୁ ଖୋଲାଖୋଲି ‘ମୁଁ ନବୀନଙ୍କ ପାଇଁ କହୁଛି’ କାର୍ଯ୍ୟକ୍ରମରେ ମତବ୍ୟକ୍ତ କରିପାରିବେ । କାର୍ଯ୍ୟକ୍ରମରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ରାଜ୍ୟ ସମ୍ପାଦକ ବିଜୟ ନାୟକ, ଯୁବ ବିଜେଡି ସଭାପତି ଅମରେଶ ପତ୍ରୀ, ଛାତ୍ର ବିଜେଡି ସଭାପତି ରାଣା ପ୍ରତାପ ପାତ୍ର, ସଂଖ୍ୟାଲଘୁ ସେଲ୍‌ ସଭାପତି ମୁନ୍ନା ଖାନ୍‌, ବିଜୁ ଶ୍ରମିକ ସାମୁଖ୍ୟର ମହାସଚିବ ସୁବାଶ ସିଂହ, ସସତ୍ମି ପାତ୍ର ଓ ସଂନ୍ଧ୍ୟା ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର