PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର : ବିଶୋଇ ଅସନାରେ ଓଲଟାଲ ବସ୍‌ , ପଛରୁ ଟ୍ରକ୍‌ ଧକ୍କା ଦେବାରୁ ଭାରସାମ୍ୟ ହରାଇ ଓଟଲିଲା ବସ୍‌ , ୨ଗୁରୁତର , ୫ ଆହତ
  • ||
  • ଖୋର୍ଦ୍ଧା : ଜଟଣୀ ବେଣାପଞ୍ଜରୀ ଗାଁରେ କମେଣ୍ଟ ମରାକୁ କେନ୍ଦ୍ର କରି ବୋମା ମାଡ଼ , ୩ ଆହତ , ଘଟଣା ସ୍ଥଳରେ ପୁଲିସ୍‌ ମୁତୟନ
  • ||
  • ବାଲେଶ୍ବର: ବସିଲା କଙ୍ଗାରୁ କୋର୍ଟ, ବିଧବା ମହିଳାଙ୍କ ମଥାରେ ଦିଆଗଲା ସିନ୍ଦୁର
  • ||
  • ରୁଷ‌୍‌ର ମସ୍କୋରେ ଭାରତ ଖୋଲିଲା ଊର୍ଜା ଅଫିସ୍‌ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଚେଷ୍ଟାରେ ଉଦ୍‌ଘାଟିତ
  • ||
  • ବ୍ରହ୍ମପୁର ବାଲିପଦାରେ ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା , ଜମି ବିବାଦରୁ ସଂପର୍କୀୟ ହତ୍ୟା କରିଥିବା ସନ୍ଦେହ
  • ||
  • ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା , ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ପାଳନ ପ୍ରସ୍ତୁତି ନେଇ ଏହି ଆଲୋଚନା ଚାଲିଛି
  • ||
  • ବାସୁଦେବପୁର: ଛାତ୍ରଛାତ୍ରୀଙ୍କ ମଧ୍ୟାନ୍ନ ଭୋଜନ ଅର୍ଥ ହଡପ ଘଟଣାରେ କାନ୍ଥିସାହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ବିଇଓ
  • ||
  • ଭୁବନେଶ୍ବର: ରାଜଧାନୀରେ ଲୁଟ୍ ରୋକିବେ ସ୍ପେଶାଲ-୨୬, ନୂଆ ଟିମ୍ ଗଠନ ନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ
  • ||
  • ଗୁଣୁପୁର:ସନ୍ଦେହ ଜନକ ଅବସ୍ଥାରେ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ଯା ଅଭିଯୋଗ ଆଣିଲେ ବାପଘର ଲୋକ
  • ||
  • ସମ୍ବଲପୁର:ବୁର୍ଲା ସାଇଫୋନ ଅଞ୍ଚଳରେ ଥିବା ଜଙ୍ଗଲରେ ଲାଗିଲା ଅଗ୍ନିକାଣ୍ଡ, ନିଆଁ ଆଁରେ ଜଳିଗଲା ଅନେକ ଗଛ
  • ||
  • କଟକ: ଚୌଦ୍ବାର ଓଟିଏମ୍ କାରଖାନା ପରିସରରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ଟିମ୍ ନିୟୋଜିତ
  • ||
  • ରାଉରକେଲା: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ, ଟ୍ବିଟ୍ କରି ସୂଚନା ଦେଲେ
  • ||
  • ଭୁବନେଶ୍ଵର : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ
  • ||
  • ଫୁଲବାଣୀ: ମନରେଗା କାମ କରି ବର୍ଷେ ହେଲା ପାରିଶ୍ରମିକ ପାଇନାହାନ୍ତି ୫୦ରୁ ଉର୍ଦ୍ଧ୍ବ ମହିଳା, ଜିଲ୍ଲାପାଳଙ୍କୁ ଜଣାଇଲେ ଅଭିଯୋଗ କଲେ ମହିଳା
  • ||
  • ଯାଜପୁର ରୋଡରେ କର୍ମଜୀବୀ ମହିଳା ନିବାସକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ନିବାସରେ ୧୦୦ଶଯ୍ୟା ବ୍ୟବସ୍ଥା ରହିଛି
  • ||
  • ମାଲକାନଗିରି: ମହିଳା ଦିବସରେ ଘରବାଡି ପଟ୍ଟା ପାଇଁ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଶତାଧିକ ମହିଳା
  • ||
  • ମାଲକାନଗିରି: ଜିଲ୍ଲାରେ ପ୍ରଥମ ଥର ପାଇଁ ମହିଳା ପୁଲିସଙ୍କ ‘ନିର୍ଭୟା ପେଟ୍ରୋଲିଂ’ ଟିମ୍କୁ ସବୁଜ ପତକା ଦେଖାଇ ଏସପି ଋଷିକେଶ ଡି ଖିଲାରୀ,
  • ||
  • ନୀଳଗିରି କଲେଜର ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗର ଶିକ୍ଷାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର, ଦୁଇବର୍ଷ ଧରି ବାହରୁନି ପରୀକ୍ଷା ଫଳ,କଲେଜ ଆଗରେ ବସିଲେ ଧାରଣା, ଦୁଇ ଛାତ୍ର ଛାତ୍ରୀ ଅସୁସ୍ଥ
  • ||
  • ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳା ଯୋଗୁଁ ରୋଗୀଙ୍କ ମୃତ୍ୟ ଅଭିଯୋଗ ଆଣି ସମ୍ପର୍କୀୟଙ୍କ ହୋହାଲ୍ଲା, ପୁଲିସ ମୁତୟନ
  • ||
  • ଭୁବନେଶ୍ବର: ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଜଭବନରେ କରିବେ ରାତ୍ରିଯାପନ
  • ||

ସାଇବେରିଆରେ ପ୍ରତିଦିନ ଅତ୍ୟଧିକ ଥଣ୍ଡା ପାଣିରେ ଗାଧାନ୍ତି ସ୍କୁଲ୍ ପିଲା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

https://zeenews.india.com/

ମସ୍କୋ ୨୨/୧: ସାଇବେରିଆର କିଣ୍ଡରଗାର୍ଟନ ସ୍କୁଲରେ ପଢୁଥିବା ପିଲାଙ୍କୁ Sibiryachok ବା Little Siberian କୁହାଯାଏ । ଏହି ସ୍କୁଲରେ ପାଠ୍ୟକ୍ରମ ଅନୁସାରେ ସେଠାରେ ପଢୁଥିବା ପିଲାଙ୍କ ସହିବା ଶକ୍ତି ମଜଭୁତ କରିବା ପାଇଁ ସେମାନଙ୍କୁ ପ୍ରତିଦିନ ବରଫ ବା ପ୍ରଚୁର ଥଣ୍ଡା ପାଣିରେ ସ୍ନାନ କରିବାକୁ ପଡେ ।

ସ୍କୁଲକୁ ଆସିବା ପରେ ପିଲାଙ୍କୁ ଥଣ୍ଡା ପାଣିରେ ଗାଧୋଇବା ପାଇଁ କୁହାଯାଏ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ପିଲାମାନେ ଥଣ୍ଡାରେ ପାଣିରେ ଗାଧୋଉଥିବା ଦେଖିବାକୁ ମିଳୁଛି । ଏତେ ଥଣ୍ଡାରେ ବରଫ ବା ପୁରା ଥଣ୍ଡା ପାଣିରେ ଗାଧୋଇବା କଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି କିନ୍ତୁ କଥାଟା ସତ ।

ସାଇବେରିଆର Krasnoyarsk ଶିକ୍ଷା ବିଭାଗର ମୁଖପାତ୍ରଙ୍କ କହିବାନୁସାରେ ପିଲାମାନେ ପ୍ରତିଦିନ ଥଣ୍ଡା ପାଣିରେ ଗାଧୋଇଲେ ସେମାନଙ୍କ ହ୍ୟୁମିନିଟି ପାୱର ମଜଭୁତ ହେବ । ଏହା ସହିତ ଏହି ଅଭ୍ୟାସ ସେମାନଙ୍କୁ ଅନେକ ପ୍ରକାର ସଂକ୍ରମଣରୁ ମଧ୍ୟ ରକ୍ଷା କରିବ । ଥଣ୍ଡା ପାଣିରେ ଗାଧୋଇଲେ ସେମାନଙ୍କୁ ଭୀଷଣ ଥଣ୍ଡାରେ ମଧ୍ୟ ବଞ୍ଚିବା ପାଇଁ ଲମ୍ବା ପ୍ରଶ୍ୱାସ ନେବାର ଉପାୟ ମଧ୍ୟ ଶିଖାଯାଏ । 

ଏନେଇ ଆଉ ଜଣେ ଶିକ୍ଷକ କୁହନ୍ତି କି ପିଲମାନେ ଥଣ୍ଡା ପାଣିରେ ପ୍ରତିଦିନ ଗାଧୋଇଲେ ସେମାନେ ଏଥିରେ ଅଭ୍ୟସ୍ତ ହୋଇଯାନ୍ତି । ତାଙ୍କୁ ସାଇବେରିଆର ଥଣ୍ଡା ଆଉ କଷ୍ଟ ଦେଇପାରେନି । ସେମାନେ ବୁଦ୍ଧିମାନ, ସନ୍ତୁଳିତ ଓ ଆଶାବାଦୀ ହୁଅନ୍ତି । ଅନ୍ୟମାନଙ୍କ ଅପେକ୍ଷା ସେମାନେ ଅଧିକ ସଙ୍ଗଠିତ ହୁଅନ୍ତି ।