PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ଆଉ କିଛି ସମୟ ପରେ ବାହାରିବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ଫଳ

ଭୁବନେଶ୍ୱର: କାଉନ୍‌ସିଲ୍‌ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେସନ୍‌ ଏକ୍‌ଜାମିନେସନ୍‌ (ସିଆଇଏସ୍‌ସିଇ) ପକ୍ଷରୁ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ । କାଉନ୍‌ସିଲ୍‌ର ୱେବସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ଫଳ ଜାଣିପାରିବେ । ସ୍କୁଲ ପାଇଁ କ୍ୟାରିୟର୍‌ ପୋର୍ଟାଲ୍‌ରେ ଟାବୁଲେସନ୍‌ ରେଜିଷ୍ଟର ରହିବ । ଚଳିତବର୍ଷ ପରୀକ୍ଷା ହୋଇନଥିବାରୁ ମାର୍କ ରିଚେକିଂ ହେବନି । ଏସମ୍ପର୍କରେ ସିଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି