ପ୍ରମୁଖ ଖବର
  • ଭୁବନେଶ୍ୱର: ୪୦ ଡେଇଁଲା ତାପମାତ୍ରା, ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ
  • ||
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ଆଉ କିଛି ସମୟ ପରେ ବାହାରିବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ଫଳ

ଭୁବନେଶ୍ୱର: କାଉନ୍‌ସିଲ୍‌ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେସନ୍‌ ଏକ୍‌ଜାମିନେସନ୍‌ (ସିଆଇଏସ୍‌ସିଇ) ପକ୍ଷରୁ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ । କାଉନ୍‌ସିଲ୍‌ର ୱେବସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ଫଳ ଜାଣିପାରିବେ । ସ୍କୁଲ ପାଇଁ କ୍ୟାରିୟର୍‌ ପୋର୍ଟାଲ୍‌ରେ ଟାବୁଲେସନ୍‌ ରେଜିଷ୍ଟର ରହିବ । ଚଳିତବର୍ଷ ପରୀକ୍ଷା ହୋଇନଥିବାରୁ ମାର୍କ ରିଚେକିଂ ହେବନି । ଏସମ୍ପର୍କରେ ସିଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.