PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜ୍ଞାନବାପୀ ମସଜିଦ ବିବାଦ ମାମଲାରେ ଶୁଣାଣି ଶେଷ, ମଙ୍ଗଳବାର ପ୍ରକାଶ ପାଇବ ରାୟ
  • ||
  • ଭୁବନେଶ୍ୱର : ଆଜି ଉପକୂଳରେ ବଢ଼ିବ ତାତି, କାଲି ପୁଣି ବର୍ଷିବ
  • ||
  • ଗଜପତି : ପାରଳାଖେମୁଣ୍ଡି ଟାଉନ୍‌ ହଲ୍ ପରିସରରେ ଥିବା ପାର୍କିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫ଟି କାର୍‌
  • ||
  • କରଞ୍ଜିଆ : ଭାରସାମ୍ୟ ହରାଇ କଲଭର୍ଟରେ ପିଟିହେଲା ବରଯାତ୍ରୀ ଗାଡି, ୨ ମୃତ ୫ ଗୁରୁତର
  • ||

ଅନୁଗୁଳ: ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଫେରାର

ଅନୁଗୋଳ ୬/୩: ୪ଟି ଗୋରୁ ବୋଝେଇ ଟ୍ରକ ଜବତ । ବଅଁରପାଳ ନରେନ୍ଦ୍ରପୁର ନିକଟରୁ ୪ଟି ଗୋରୁ ବୋଝେଇ ଟ୍ରକ୍ ଜବତ କଲା ପୋଲିସ । ସମ୍ବଲପୁରରୁ ଭଦ୍ରକ ଚାଲାଣ ହେଉଥିବା ବେଳେ ଟ୍ରକଟି ଧରାପଡିଲା । ଗାଡିରୁ ୧୫୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର ହୋଇଛନ୍ତି । ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି । ପୋଲିସ ଟ୍ରକକୁ ଜବତ କରିବାସହ ଗୋରୁଙ୍କୁ ପଞ୍ଚମହଲା ଗୋଶାଳାକୁ ପଠାଇବାର ବ୍ୟବସ୍ଥା କରିଛି ।