PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତେଲକୋଇ: ଟ୍ରକ୍ ପଛରେ ପିଟି ହେଲା ବାଇକ୍ : ୨ ଗୁରୁତର
  • ||
  • ୩ୟ ଟେଷ୍ଟ ଜିତିଲା ଭାରତ – ଇଂଲଣ୍ଡକୁ ୧୦ ୱିକେଟ୍‌ରେ ହରାଇଲା ଟିମ୍ ଇଣ୍ଡିଆ
  • ||
  • ଭୁବନେଶ୍ୱର- ୨୨ ବର୍ଷ ପରେ ବହୁ ଚର୍ଚ୍ଚିତ ବାରଙ୍ଗ ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ ଘଟଣାରେ କମିଶନରେଟ୍‌ ପୋଲିସୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
  • ||
  • ଚନ୍ଦକା ଜଙ୍ଗଲରେ ନିଆଁ – ନିଆଁକୁ ଆୟତ୍ତ କଲା ଜଙ୍ଗଲ ବିଭାଗ
  • ||
  • ଭଞ୍ଜନଗର – ଅଚିହ୍ନା ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ସନ୍ଦେହ , ଜଙ୍ଗଲ ନିଆଁରେ ଜଣେ ସଂପୂର୍ଣ୍ଣ ପାଉଁଶ, ଗଛରେ ଝୁଲୁଛି ଅର୍ଦ୍ଧଦଗ୍ଧ ଯୁବତୀର ଶବ।
  • ||
  • ଅହମ୍ମଦାବାଦରେ ଭାରତ-ଇଂଲଣ୍ଡ ୩ୟ ଟେଷ୍ଟ , ୨ୟ ଇନିଂସ୍‌ରେ ୮୧ ରନରେ ଇଂଲଣ୍ଡ ଅଲ୍ଆଉଟ୍
  • ||
  • ଭାରତ ଇଂଲଣ୍ଡ ଟେଷ୍ଟ ମ୍ୟାଚ- ଭାରତ ୧୪୫ ରନ୍‌ରେ ଅଲ୍‌ ଆଉଟ୍‌
  • ||
  • ନବରଙ୍ଗପୁର- ପରକିୟାପ୍ରୀତି ମହଙ୍ଗା , ପ୍ରେମିକ ସହ ବିବାହିତ ମହିଳା ଫେରାର ହୋଇ ଧରାପଡିବା ପରେ ଗାଁ ଦାଣ୍ଡରେ ବାନ୍ଧି ନିର୍ଧୁମ ଛେଚା ଖାଇଲେ ।
  • ||
  • ପାରାଦୀପ- ପାରଦୀପ ବନ୍ଦର ପକ୍ଷରୁ ୨୭ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ଵ ୨୭ ଟି ବିଭିନ ପ୍ରକଳ୍ପର ଏମଓୟୁ ସ୍ୱାକ୍ଷରିତ
  • ||
  • ଅନୁଗୁଳ: ଓଡ଼ପଡ଼ାରେ ୮ ବଖରା ଘର ଭାଙ୍ଗିଲେ ହାତୀ ପଲ
  • ||
  • ରାଜଗାଙ୍ଗପୁର ସମିତିସଭ୍ୟ ଉପନିର୍ବାଚନ । କୁକୁଡ଼ାମୁଣ୍ଡାରେ ପୁଷ୍ପିତା ଓ ବୁଚକୁପଡା ରେ ବସନ୍ତଙ୍କ ବିଜୟ । ଦୁଇଟିରେ ବିଜେଡି ସମର୍ଥିତ ପାର୍ଥୀଙ୍କ ବାଜିମାତ।
  • ||
  • ନୂଆପଡ଼ା – ଜିଲ୍ଲା ପରିଷଦ ଜୋନ୍ ୨ ନିର୍ବାଚନ ଫଳାଫଳ ବିଜେଡ଼ି ପ୍ରାର୍ଥୀ ଅବନୀ ରଞ୍ଜନ ଯୋଶୀ ୧୦୬୨୪ ଭୋଟରେ ବିଜୟୀ
  • ||
  • ଭଦ୍ରକ: ଦୁଷ୍କର୍ମ ଉଦ୍ୟମ କରି ବିଫଳ ହେବା ପରେ ମହିଳାଙ୍କୁ ଏସିଡ ମାଡ଼ ଘଟଣା, ୨୦ବର୍ଷ ପରେ ଗିରଫ ହେଲା ଅଭିଯୁକ୍ତ ସୁବାସ
  • ||
  • ବାଲେଶ୍ବର: ଯୌତୁକ ନିର୍ଯାତନା ମୃତ୍ୟୁ ଅଭିଯୋଗ ମାମଲା, ୫ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବାଲେଶ୍ୱର ଏଡିଜେମ କୋର୍ଟ
  • ||
  • ନୀଳଗିିରି: ଓଡ଼ିଆ ପଥର କାରିଗରଙ୍କ କମାଲ୍, ରାଜସ୍ଥାନରେ ଟ୍ରାଫିକ ସମସ୍ୟା ଓ ତାର ସୁଧାର ପାଇଁ ଗାଇଲେ ଗୀତ,
  • ||
  • ରାୟଗଡା: ନାଗାବଳି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲା, ଗର୍ଭପାତ କରାଇଥିବା ଡାକ୍ତର ଦେବାଶିଷ ଘୋଷଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଅନୁଗୁଳ: NTPC CISF ଯବାନଙ୍କ ଏକାଉଣ୍ଟରୁ ଟଙ୍କା ଲୁଟ ଘଟଣା, ସାଇବର ଲୁଟେରାକୁ ପଶ୍ଚିମବଙ୍ଗରୁ ଗିରଫ କଲା ପୁଲିସ୍
  • ||
  • ତାଳଚେର ଥର୍ମାଲ ବନ୍ଦ ପ୍ରସଙ୍ଗ: ଆଜି ଠାରୁ ପ୍ରତୀକ ଆନ୍ଦୋଳନ ଆରମ୍ଭ
  • ||
  • ବାଲେଶ୍ବର: ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିଦାଦର ସମାଧାନ ପାଇଁ ପଶ୍ଚିମବଙ୍ଗରେ ବୈଠକ
  • ||

ବାବା ରାମଦେବଙ୍କ କରୋନିଲ ଉପରେ ପ୍ରଶ୍ନ କଲେ ଆଇଏମ୍‌ଏ: ପତଞ୍ଜଳି କରିଥିବା ଦାବିକୁ ଡାହା ମିଛ ବୋଲି ଦର୍ଶାଇଲେ

ନୂଆଦିଲ୍ଲୀ,୨୩/୦୨: ପତଞ୍ଜଳି ଆୟୁର୍ବେଦର କରୋନା ଔଷଧ କରୋନିଲ ଉପରେ ଆଇଏମ୍‌ଏ (ଭାରତୀୟ ମେଡିକାଲ ଆସୋସିଏସନ) ପ୍ରଶ୍ନ ଉଠାଇଛି । ଏଥିସହ ଏହି ବଟିକା ବିକ୍ରି ଲାଗି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଅନୁମତି ଦେଇଛି ବୋଲି ପତଞ୍ଜଳି କରିଥିବା ଦାବିକୁ ଆଇଏମ୍‌ଏ ଡାହା ମିଛ ବୋଲି ଦର୍ଶାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କ ଉପସ୍ଥିତିରେ ପତଞ୍ଜଳି କରୋନିଲ ଉପରେ ମିଥ୍ୟା ଦାବି କରିଥିବାରୁ ଆଇଏମ୍‌ଏ କେନ୍ଦ୍ର ସରକାରଙ୍କ ଠାରୁ ଏହା ଉପରେ ସ୍ପଷ୍ଟୀକରଣ ମାଗିଛି । ସେମାବାର ଆଇଏମ୍‌ଏ ଏକ ବିବୃତ୍ତି ଜାରି କରି କହିଛି ଯେ ଦେଶର ସ୍ୱାସ୍ଥ୍ୟମନ୍ତ୍ରୀ ହୋଇ ହର୍ଷବର୍ଦ୍ଧନ କିଭଳି ମିଥ୍ୟା ଓ ଅବୈଜ୍ଞାନିକ ଉପାୟରେ ପ୍ରସ୍ତୁତ ସାମଗ୍ରୀର ପ୍ରସାର କରି ସମଗ୍ର ଦେଶକୁ ବିଭ୍ରାନ୍ତ କଲେ ତାହା ଚିନ୍ତାର ବିଷୟ । ଡବ୍ଲ୍ୟୁଏଚ୍‌ଓ ଏଭଳି କୌଣସି ଅନୁମତି କିମ୍ବା ପ୍ରମାଣପତ୍ର ପତଞ୍ଜଳିକୁ ଦେଇନାହିଁ ବୋଲି ସ୍ପଷ୍ଟ କରିସାରିଛି । ତେଣୁ କେନ୍ଦ୍ର ସରକାର ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ବୋଲି ଆଇଏମ୍‌ଏ କହିଛି ।

ସମ୍ବନ୍ଧିତ ଖବର