PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଲଦାଖ ସୀମାରେ ଶାନ୍ତି କାଏମ୍ ରଖିବାକୁ ଭାରତ-ଚୀନ ରାଜି

pic-indiatoday

ନୂଆଦିଲ୍ଲୀ: ପୂର୍ବ ଲଦାଖସୀମାରେ ସୈନ୍ୟ ପ୍ରତ୍ୟାହାର ନେଇ ଗତକାଲି ଭାରତ-ଚୀନ ମଧ୍ୟରେ ଘଣ୍ଟା ଘଣ୍ଟା ଧରି ବୈଠକ ହୋଇଥିଲା। ଚୁସୁଲ ମୋଲଡୋ ସୀମାର ଭାରତ ସାଇଟ୍‌ର ଏହି ବୈଠକ ହୋଇଥିୱଲା। ଏହି ଆଲୋଚନାର ପ୍ରମୁଖ ପ୍ରସଙ୍ଗଗୁଡ଼ିକ ମଧ୍ୟରେ ଗୋଗ୍ରା ଏବଂ ହଟ୍ ସ୍ପ୍ରିଙ୍ଗ୍ସରୁ ସୈନ୍ୟ ପ୍ରତ୍ୟାହାର ବିଷୟ ଉଠିଥିଲା। ଏହି ଦୁଇ ଅଞ୍ଚଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ସଂଘର୍ଷ ଲାଗି ରହିଛି। ସମ୍ପୂର୍ଣ୍ଣ ସୈନ୍ୟ ପ୍ରତ୍ୟାହାର ହୋଇନାହିଁ।

ତେବେ ୩ ମାସ ପରେ ହୋଇଥିବା ଗତକାଲିର ବୈଠକରେ ଫଳପ୍ରଦ ହୋଇଛି। ଉଭୟ ରାଷ୍ଟ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୀମା ବିବାଦକୁ ତୁରନ୍ତ ସାମାଧାନ କରିବା ପାଇଁ ଉଭୟ ପକ୍ଷ ରାଜି ହୋଇଛନ୍ତି। ଧୀରେ ଧୀରେ ଉଭୟ ପକ୍ଷରୁ ଆଲୋଚନା ମାଧ୍ୟମରେ ସମାଧାନ ହେବ ବୋଲି କୁହାଯାଇଛି।

ସୀମାରେ ଶାନ୍ତି ରଖିବାକୁ ଦୁଇ ଦେଶ ରାଜି  ହୋଇଥିବା ଷ୍ଟେଟ୍‌ମେଣ୍ଟରେ କୁହାଯାଇଛି। ବୈଠକରେ ଭାରତ ଦୀପସାଙ୍ଗ ଓ ଡେମ୍‌ଚୋକ୍‌ ଅଞ୍ଚଳରେ ସୈନ୍ୟ ପ୍ରତ୍ୟାହାର ପ୍ରସଙ୍ଗ ଉଠାଇଥିଲା ଭାରତ।  କିନ୍ତୁ ଚୀନ ଏହି ଦୁଇ ଅଞ୍ଚଳ ବିଷୟରେ କଡ଼ା ଆଭିମୁଖ୍ୟ ରଖିଥିଲା।

ସମ୍ବନ୍ଧିତ ଖବର