PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ଦେଶର ଶ୍ରେଷ୍ଠ ଶହେ ଆଇଟିଆଇ ମଧ୍ୟରେ ଓଡ଼ିଶାରୁ ୧୧

ଭୁବନେଶ୍ୱର ୦୭/୦୮: ଦେଶର ଶ୍ରେଷ୍ଠ ଶହେ ଶିଳ୍ପ ତାଲିମ କେନ୍ଦ୍ର (ଆଇଟିଆଇ) ଭିତରେ ଓଡ଼ିଶାର ୧୧ଟି ଆଇଟିଆଇ ସ୍ଥାନ ପାଇଛି । କେନ୍ଦ୍ର ସରକାରଙ୍କ କୌଶଳ ବିକାଶ ଓ ଉଦ୍ୟୋଗୀ ମନ୍ତ୍ରଣାଳୟର ପ୍ରଶିକ୍ଷଣ ମହାନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଦେଶର ବିଭିନ୍ନ ରାଜ୍ୟର ୧୦ ହଜାର ୭୬୫ଟି ଆଇଟିଆଇର ଚୂଡ଼ାନ୍ତ ଗ୍ରେଡ୍‌ ସ୍କୋରକୁ ନେଇ ଏହା ଚୟନ କରାଯାଇଥିଲା । ଆମ ରାଜ୍ୟର ୧୧ଟି ଆଇଟିଆଇ ଦେଶର ଶ୍ରେଷ୍ଠ ଶହେ ଆଇଟିଆଇ ମଧ୍ୟରେ ସ୍ଥାନ ପାଇବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଭିନନ୍ଦନ ଜଣାଇବା ସହିତ ଆଗକୁ ଅଧିକରୁ ଅଧିକ ଆଇଟିଆଇ କିଭଳି ସାମିଲ ହେବେ ପଦକ୍ଷେପ ନେବାକୁ କୁହାଯାଇଛି ।