PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ବିଶ୍ଵ କ୍ୟାଡେଟ୍ କୁସ୍ତିରେ ସ୍ଵର୍ଣ୍ଣ ପଦକ ଜିତିଲେ ସୁନା ଝିଅ ପ୍ରିୟା ମଲ୍ଲିକ, ଶୁଭେଚ୍ଛା ଜଣାଇଲେ କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ, ୨୫/୦୭ : ବିଶ୍ଵ କ୍ୟାଡେଟ୍ କୁସ୍ତିରେ ଭାରତକୁ ସ୍ଵର୍ଣ୍ଣ ପଦକ । ୭୩ କେଜି ବର୍ଗରେ ସ୍ଵର୍ଣ୍ଣ ଜିତିଲେ ଭାରତର ସୁନା ଝିଅ ପ୍ରିୟା ମଲ୍ଲିକ। ବୁଲଗେରିଆ ପ୍ରତିଯୋଗୀଙ୍କୁ ହରାଇ ସ୍ଵର୍ଣ୍ଣ ପଦକ ଜିତିଛନ୍ତି ପ୍ରିୟା ମଲ୍ଲିକ। ରେଙ୍ଗଲର ପ୍ରିୟା ମଲ୍ଲିକ ହଙ୍ଗେରୀରେ ଅନୁଷ୍ଠିତ ବିଶ୍ୱ ରେସଲିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ଜିତିବାରେ ସଫଳ ହୋଇଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ହରିୟାଣାର କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂହ ତାଙ୍କୁ ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।

ଦେଶକୁ ଏକ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରାଇଛନ୍ତି ପ୍ରିୟା ମଲ୍ଲିକ । ଗତକାଲି ଟୋକି ଅଲିମ୍ପିକ୍ସ ମୀରବାଈ ଚାନୁ ରୌପ୍ୟ ପଦକ ଜିତି ଦୋଶ ପାଇଁ ଗୌରବ ଆଣିଥିଲେ । ଏହାର ଠିକ୍ ଦିନକ ପରେ ଦେଶକୁ ପୁଣିଥରେ ଗର୍ବୀତ କରାଇଛନ୍ତି ଆଉ ଜଣେ ମହିଳା ରେସଲର ପ୍ରିୟା ।

ସମ୍ବନ୍ଧିତ ଖବର