PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ଅନ୍ତର୍ଜାତୀୟ ଫଟୋଗ୍ରାଫି ପ୍ରଦର୍ଶନୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶା ମଡର୍ଣ୍ଣ ଆର୍ଟ ଗ୍ୟାଲେରୀରେ ଅନ୍ତର୍ଜାତୀୟ ଫଟୋଗ୍ରାଫି ପ୍ରଦର୍ଶନୀ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହା ସହ ଗୁଜରାଟ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଆସିଥିବା ତୃପ୍ତି ରଭର ଓ ଅଲିୟ ମିସ୍ତ୍ରୀଙ୍କ ଏକକ ଚିତ୍ରକଳାର ମଧ୍ୟ ପ୍ରଦର୍ଶନୀ ହୋଇଛି । ପଦ୍ମଶ୍ରୀ ସୁଦର୍ଶନ ସାହୁ ଓ ବରିଷ୍ଠ ଫଟୋଗ୍ରାଫର ପ୍ରଫୁଲ୍ଲ ଚନ୍ଦ୍ର ଧୀର ଅତିଥି ଭାବେ ଯୋଗ ଦେଇ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ଏହି ପ୍ରଦର୍ଶନୀରେ ୧୫ ଜଣ ଫଟୋଗ୍ରାଫର ଅଂଶଗ୍ରହଣ କରିଛନ୍ତି । ଏଥିରେ ୩୬ଟି ଫଟୋଗ୍ରାଫ, ୫୦ଟି ଛବି ଓ ସ୍କ୍ରାପ ମେଟାଲ୍‌କୁ ନେଇ ୬ଟି ଭାସ୍କର୍ଯ୍ୟ ପ୍ରଦର୍ଶନ କରାଯାଇଛି । ପ୍ରଦର୍ଶନୀ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । କାର୍ଯ୍ୟକ୍ରମରେ ଗ୍ୟାଲେରୀର ପ୍ରତିଷ୍ଠାତା ତାରାକାନ୍ତ ପରିଡ଼ା, ଡ. ଫାଲ୍‌ଗୁନି ରାଏ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର