PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

୧୬ରୁ ଖୋଲିବ ଶ୍ରୀମନ୍ଦିର, ୨୩ରୁ ସାଧାରଣ ଦର୍ଶନ

ପୁରୀ, ୪।୮ ଶ୍ରୀମନ୍ଦିର ୧୬ରୁ ଖୋଲିବ। ୧୬, ୧୭, ୧୮, ୧୯ ଓ ୨୦ରେ ପୁରୀବାସୀ ଓ ସେବାୟତ କରିବେ ଦର୍ଶନ।୫ ଦିନ ଦର୍ଶନ  ପରେ ୨୧ ଓ ୨୨ ଦୁଇ ଦିନ ସପ୍ତାହନ୍ତ ସଟଡାଉନ ରହିବ। ୨୩ ତାରିଖରୁ ସାଧାରଣ ଦର୍ଶନ ଆରମ୍ଭ ହେବ । ଭକ୍ତ ଦର୍ଶନ  କରିବା ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ଥିବା ବାଧ୍ୟତାମୁଳକ କରାଯାଇଛି। ଏଥିସହ ଦୁଇଟି ଟିକା ନେଇଥିବା ବାଧ୍ୟତାମୁଳକ କରାଯାଇଛି।

ଶ୍ରୀମନ୍ଦିର ଖୋଲିବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।  କୋଭିଡର ପ୍ରଥମ ଲହର ପରେ ଯେଭଳି ଏସଓପି ଆଧାରରେ ଭକ୍ତ ଠାକୁର ଦର୍ଶନ କରୁଥିଲେ, ସେହିଭଳି କଟକଣାରେ ଦର୍ଶନ କରିବାକୁ ପ୍ରସ୍ତାବ  ପାରିତ ହୋଇଛି।