PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

ଯଜ୍ଞେଶ୍ୱର ବାବୁ ପିସିସି ଉପସଭାପତି, ଜ୍ଞାନଦେବ ବେଉରା ପିସିସି ସାଧାରଣ ସମ୍ପାଦକ

ଭୁବନେଶ୍ୱର ୬/୪: ଏଆଇସିସି ଅନୁମୋଦନ କ୍ରମେ ଶନିବାର ପିସିସି ଉପସଭାପତି ଓ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି ।  ଯଜ୍ଞେଶ୍ୱର ବାବୁ ହେଲେ ପିସିସି ଉପସଭାପତି । ଏବଂ  ଜ୍ଞାନଦେବ ବେଉରା ପିସିସି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି । ଏଆଇସିସି ଅନୁମୋଦନ କ୍ରମେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉଭୟଙ୍କୁ ନିଯୁକ୍ତି ଦେଇଛନ୍ତି ।